Masthead

ଅଲିମ୍ପିକ୍ସରେ ନିରାଶ ହେଲେ ସାନିଆ-ଅଙ୍କିତା

(ବଡ଼ ଖବର ବ୍ୟୁରୋ): ହାରିଲେ ସାନିଆ ଓ ଅଙ୍କିତା । ଭାରତ ପୁଣି ନିରାଶ । ଟୋକିଓ ଅଲିମ୍ପିକ୍ସର ମହିଳା ଟେନିସ ଡବଲରେ ଭାଗନେଇଥିବା ଭାରତୀୟ ମହିଳା ସାନିଆ ଓ ଅଙ୍କିତା ୟୁକ୍ରେନର ଏଲ. କିଚେନକ ଓ ଏନ.କିଚେନକଙ୍କ ଠାରୁ ୮-୧୦ ପଏଣ୍ଟରେ ପରାସ୍ତ ହୋଇଛନ୍ତି ।

ସାନିଆ ମିର୍ଜା ଏବଂ ଅଙ୍କିତା ରୈନା ଡବଲ୍ସ ଯୋଡି ପ୍ରଥମ ରାଉଣ୍ଡରୁ ବାହାରିଯାଇଛନ୍ତି । ଏହା ସହ ଭାରତର ମହିଳା ଡବଲ୍ସରେ ପଦକ ଜିତିବାର ସମ୍ଭାବନା ମଧ୍ୟ ଶେଷ ହୋଇଛି । ସାନିଆ ଏବଂ ଅଙ୍କିତାଙ୍କ ଯୋଡି ପ୍ରଥମ ରାଉଣ୍ଡରୁ ଆଉଟ୍ ହୋଇଛନ୍ତି । ଫଳରେ ଭାରତୀୟ ଯୋଡିଙ୍କ ଯାତ୍ରା ସରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ