Masthead

ହାଇଦରର ପୋଷ୍ଟମର୍ଟମ: ପକେଟରୁ ଲାଲ୍ ଡାଏରୀ ଜବତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ହାଇଦରର ପୋଷ୍ଟମର୍ଟମ ଶେଷ । ୨ ଜଣିଆ ଡାକ୍ତର ଟିମ କରୁଥିଲେ ପୋଷ୍ଟମର୍ଟମ । ମାଜିଷ୍ଟ୍ରେଟ୍ ଓ ପୋଲିସ ଉପସ୍ଥିତିରେ ଚାଲିଥିଲା ଶବ ବ୍ୟବଚ୍ଛେଦ ପ୍ରକ୍ରିୟା । ବ୍ୟବଚ୍ଛେଦର ଭିଡିଓ ରେକର୍ଡିଂ ମଧ୍ୟ ହେଉଥିଲା । ପୋଷ୍ଟମର୍ଟମ ବେଳେ ହାଇଦର ପକେଟରୁ ଫୋନ ଓ ଡାଏରୀ ଜବତ ।

ଲାଲ ରଙ୍ଗର ଏକ ଡାଏରୀ । ଡାଏରୀରେ ଅନେକ ଗୁରୁତ୍ୱପୂର୍ଣ୍ଣ ନମ୍ବର ରହିଥିବା ସୂଚନା ମିଳିଛି । ଗତକାଲି ସିମୁଳିଆ ନିକଟରେ ଏନକାଉଣ୍ଟର କରିଥିଲା ପୋଲିସ । ସନ୍ଧ୍ୟା ସୁଦ୍ଧା  ପରିବାରକୁ ହେବ ଶବ ହସ୍ତାନ୍ତର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ