Masthead

ବିଭିନ୍ନ ପ୍ରକଳ୍ପ ସମୀକ୍ଷା କଲେ ୫-ଟି ସଚିବ

ଭୁବନେଶ୍ବର(ବଡ଼ ଖବର ବ୍ୟୁରୋ): ଭୁବନେଶ୍ବର ବରମୁଣ୍ଡା ବସ୍‌ଷ୍ଟାଣ୍ଡ ପରିଦର୍ଶନ କଲେ ୫-ଟି ସଚିବ ଭି.କେ ପାଣ୍ଡିଆନ। ଆଇଏଏସ ଭି.କେ ପାଣ୍ଡିଆନ, ଅନ୍ତଃରାଜ୍ୟ ବସ୍‌ ଟର୍ମିନାଲ କାମର ସମୀକ୍ଷା କଲେ। ୨୦୨୨ ଜୁନ୍‌ ସୁଦ୍ଧା ସରିବ ବସ୍‌ ଟର୍ମିନାଲ କାମ, ଖର୍ଚ୍ଚହେବ ୧୮୦ କୋଟି । ତାଙ୍କର ଏହି ଗସ୍ତରେ ବିଏମସି କମିଶନର ସଞ୍ଜୟ ସିଂହ, ପୂର୍ତ୍ତ ସଚିବ କ୍ରିଷନ କୁମାର ଓ ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଭିନିଲ କ୍ରୀଷ୍ଣା ମଧ୍ୟ ଉପସ୍ଥିତ ଥିଲେ ।

ଖଣ୍ଡଗିରିରେ ଥିବା ବସ୍ ଡିପୋରେ ଏକାସାଙ୍ଗେ ରହିପାରିବ ୩୦୦ ବସ୍ । ଏହାସହ କେୟାର ହସ୍ପିଟାଲ ନିକଟରେ ବସ୍ତି ଅଞ୍ଚଳ ପାଇଁ ହେଉଥିବା ହାଉସିଂ ପ୍ରୋଜେକ୍ଟ କାମର ମଧ୍ୟ ସମୀକ୍ଷା କରିଛନ୍ତି ଭି.କେ ପାଣ୍ଡିଆନ । ଇନଫୋସିଟି ଅଞ୍ଚଳରେ ଚାଲିଥିବା ଇଡକୋ କନଷ୍ଟ୍ରକ୍ସନ ସାଇଟରେ ୫-ଟି ସଚିବ କାମ ତଦାରଖ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଏହି ସମୀକ୍ଷା କରାଯାଇଥିବା କୁହାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ