Masthead

ଆଜିଠୁ ଖୋଲିବ ସ୍କୁଲ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ସୋମବାରଠୁ ରାଜ୍ୟରେ ଖୋଲିବ ସ୍କୁଲ । କୋଭିଡ୍ କଟକଣା ମଧ୍ୟରେ ଚାଲିବ କ୍ଲାସ । ସେଥିପାଇଁ ସ୍କୁଲ, ଛାତ୍ରଛାତ୍ରୀ ଓ ଶିକ୍ଷକ ସମେସ୍ତ ପ୍ରସ୍ତୁତ । ସ୍କୁଲକୁ ସାନିଟାଇଜ୍ କରିବା ସହ ସ୍କୁଲ ପରିସର ସଫା କରାଯାଇଛି। ସାମାଜିକ ଦୂରତା କିପରି ରକ୍ଷା ହୋଇ କ୍ଲାସ ହେବ, ସେ ନେଇ ବିଭିନ୍ନ ସେକ୍ସନରେ ଶ୍ରେଣୀ ବିଭକ୍ତ କରାଯାଇଛି। ପାଣି ବ୍ୟବସ୍ଥା ସହ ସାନିଟାଇଜର ବ୍ୟବସ୍ଥା ହୋଇଛି। ସ୍କୁଲରେ ନା ହେବ ପ୍ରାର୍ଥନା ନା ଟିଫିନ ବ୍ରେକ, ନନ୍-ଷ୍ଟପ୍ ଚାଲିବ କ୍ଲାସ। ରବିବାର ଓ ସମସ୍ତ ସରକାରୀ ଛୁଟି ଦିନ ଗୁଡ଼ିକରେ ସ୍କୁଲ ବନ୍ଦ ରହିବ।

ପ୍ରଥମ ପର୍ଯ୍ୟାୟରେ ଦଶମ ଓ ଦ୍ୱାଦଶ ଶ୍ରେଣୀର ଛାତ୍ରଛାତ୍ରୀ ଶ୍ରେଣୀଗୃହରେ ପାଠପଢିବେ । ସରକାର ଜାରି କରିଥିବା ନିର୍ଦ୍ଦେଶ ପାଳନ କରି ଛାତ୍ରଛାତ୍ରୀଙ୍କୁ ଶ୍ରେଣୀଗୃହରେ ପାଠପଢ଼ା ଯିବ । ଏହାର ସପୂର୍ଣ୍ଣ ବ୍ୟବସ୍ଥା କରିଛନ୍ତି ସ୍କୁଲ କର୍ତ୍ତୃପକ୍ଷ । ସ୍କୁଲରେ ସମସ୍ତେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି । ସକାଳ ୧୦ଟାରୁ ଗୋଟାଏ ପର୍ଯ୍ୟନ୍ତ ପାଠପଢ଼ା ହେବ । ଏହା ପୂର୍ବରୁ ଅଭିଭାବକମାନଙ୍କ ସହ ଆଲୋଚନା କରିଥିଲେ ସ୍କୁଲ କର୍ତ୍ତୃପକ୍ଷ । ଯେଉଁମାନେ ସେମାନଙ୍କ ପିଲାଙ୍କୁ ପାଠପଢ଼ାଇବାକୁ ପଠାଇବେ ସେମାନଙ୍କୁ ଏକ ସ୍ୱୀକୃତି ପତ୍ର ଦେବାକୁ କୁହାଯାଇଛି । ଏହି ସମୟରେ ଯଦି ସବୁକିଛି ଠିକ ଠାକ୍ ଚାଲେ ତେବେ ସେପ୍ଟେମ୍ବର ୧୫ ନବମ ଓ ଏକାଦଶ ଶ୍ରେଣୀ ଖୋଲିବା ପାଇଁ ଯୋଜନା କରୁଛି ଗଣଶିକ୍ଷା ବିଭାଗ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼