Masthead

ଭାରତୀୟ ସେନାର ପରାକ୍ରମକୁ ମନେ ପକାଉଛି ସାରାଦେଶ

ନଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜିର ଦିନ ଅର୍ଥାତ ଜୁଲାଇ ୨୬ରେ ଭାରତୀୟ ଯବାନମାନେ ପାକିସ୍ତାନୀ ସେନାକୁ ମାତ୍ ଦେବା ସହ ଅପରେସନ ବିଜୟର ଶଙ୍ଖନାଦ କରିଥିଲେ । ଯୁଦ୍ଧରେ ୫୨୭ ଯବାନ ସେମାନଙ୍କ ପ୍ରାଣର ଆହୁତି ଦେଇଥିଲେ । ଆଉ ସାରା ଦେଶକୁ ଏକ ଆସନ୍ନ ବିପଦ ମୁହଁରୁ ରକ୍ଷା କରିଥିଲେ। ହିମାଳୟର ବରଫାଚ୍ଛନ୍ନ ଅଞ୍ଚଳରେ ଭାରତୀୟ ସେନାର ଏଭଳି ଦୁଃସାହସ, ସବୁ ମହଲରେ ପ୍ରଶଂସା ସାଉଁଟିଥିଲା ।

ଆଉ ପାକିସ୍ତାନ ଭଳି ଏକ ଆତଙ୍କୀ ରାଷ୍ଟ୍ରର ଅସଲ ମୁଖା ଖୋଲି ଦେଇଥିଲା । ସେହି ପରାକ୍ରମୀ ଯବାନଙ୍କ ପରାକ୍ରମକୁ ଆଜି ସାରା ଦେଶ ମନେ ପକାଉଛି । ମନେ ପକାଉଛି ସେହି ବୀର ପୁତ୍ରଙ୍କୁ ଯାହାଙ୍କ ପାଇଁ ଆଜି ଆମେ ଶାନ୍ତିରେ ବଞ୍ଚିପାରୁଛେ । ୨୨ ବର୍ଷ ତଳେ ପାକିସ୍ତାନର ଯୋଜନାକୁ ପଣ୍ଡ କରିଥିଲେ ଭାରତୀୟ ସେନା । କାର୍ଗିଲ ସେକ୍ଟରରେ ଉଡ଼ିଥିଲା ତ୍ରିରଙ୍ଗା । କାରଗିଲ ପାହାଡ ଉପରେ ଉଡୁଥିବା ଏହି ତ୍ରିରଙ୍ଗା, ଦେଶ ପାଇଁ ସହିଦ ହୋଇଥିବା ବୀର ଯବାନଙ୍କ ପରାକ୍ରମର ଗାଥା ବଖାଣୁଛି । ସେଦିନର ବିଜୟକୁ ମନେ ପକାଇ ଦେଶ ପାଳନ କରୁଛି ବିଜୟ ଦିବସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ