Masthead

୧୬୩୭ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୬୩୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୬୯୧୮୫ରେ ପହଞ୍ଚିଛି ।

ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୪୯ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୬୮୮ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି। ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୬୯୧୮୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୮୩୮୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୬୪୫୧୭୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୫୬୫୬୨୦୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ 🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ