Masthead

ମହାରାଷ୍ଟ୍ରରେ ଓଡ଼ିଶାର ୮ ଏନଡିଆରଏଫ ଟିମ୍‌

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବନ୍ୟାରେ ମହାରାଷ୍ଟ୍ର ସ୍ଥିତି ସଙ୍ଗୀନ । ଲଗାଣ ବର୍ଷା ଯୋଗୁଁ ମହାରାଷ୍ଟ୍ରରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ବନ୍ୟାର ମୁକାବିଲା କରିବା ଲାଗି ଓଡ଼ିଶାରୁ ଯାଇଛନ୍ତି ଏନଡିଆରଏଫ ଟିମ୍‌ । ବନ୍ୟା ଯୋଗୁଁ ବିଭିନ୍ନ ସ୍ଥାନରେ ଫଶି ରହିଥିବା ଲୋକଙ୍କୁ ଉଦ୍ଧାର କରୁଛି ଏନଡିଆରଏଫ ଟିମ୍‌ ।

ବିଭିନ୍ନ ସ୍ଥାନରେ ଅନେକ ଲୋକ ଫସିରହିଛନ୍ତି । ସେଠାରେ ଜଳବନ୍ଦୀ ହୋଇ ରହିଥିବା ଲୋକଙ୍କୁ ଏନଡିଆରଏଫ ଟିମ୍‌ ଉଦ୍ଧାର କରି ସୁରକ୍ଷିତ ସ୍ଥାନକୁ ଆଣିଛନ୍ତି । ଗତ ଶୁକ୍ରବାର ୩ ଟି ସ୍ବତନ୍ତ୍ର ବିମାନ ଯୋଗେ ୮ ଟି ଏନଡିଆରଏଫ ଟିମ ପୁନେ ଯାଇଛନ୍ତି । ସେଥିମଧ୍ୟରୁ ୪ଟି ଟିମ ପୁନେରେ ମୁତୟନ ଅଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼