Masthead

ବାହାହେବେ ଗୁଡୁ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିବାହ ବନ୍ଧନରେ ବାନ୍ଧିହେବେ କମେଡିଆନ ଗୁଡୁ । ଓଡ଼ିଆ ଦର୍ଶକଙ୍କ ମନରେ ରାଜ କରୁଥିବା ହାସ୍ୟ ଅଭିନେତା ଏବେ ଆଉ କାହା ମନରେ ରାଜ କରିବେ । ବର ବେଶରେ ସଜେଇ ହେବେ କମେଡିଆନ ଗୁଡୁ । ହାତକୁ ଦି ହାତ ହୋଇ ଆରମ୍ଭ କରିବେ ଜୀବନର ଦ୍ୱିତୀୟ ଇନିଂସ ।

ଗୁଡ଼ୁ ନିଜ ବାନ୍ଧବୀ ମାମାଙ୍କଠାରୁ ପାଣିଗ୍ରହଣ କରିବେ । ସୋମବାର ହେବ ବାହାଘର । ତେବେ ସମ୍ପୂର୍ଣ୍ଣ କରୋନା କଟକଣାରେ ଏହି ବିବାହ ଅନୁଷ୍ଠିତ ହେବ । ଉଭୟ ପରିବାର ପକ୍ଷରୁ କମ୍ ଅତିଥି ଏଥିରେ ଯୋଗ ଦେବେ । କରୋନା ଗାଇଡଲାଇନ୍, ସାମାଜିକ ଦୂରତା ଓ ମାସ୍କ ବାହାଘରରେ ବାଧ୍ୟତାମୂଳକ ହେବ ବୋଲି ପରିବାର ପକ୍ଷରୁ କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼