Masthead

ରାହୁଲଙ୍କ ଟ୍ରାକ୍ଟର ରାଲି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ରାହୁଲଙ୍କ ଟ୍ରାକ୍ଟର ରାଲି । କୃଷି ଆଇନକୁ ବିରୋଧ ଓ କୃଷକଙ୍କୁ ସମର୍ଥନ କରି ରାହୁଲ ଗାନ୍ଧିଙ୍କ ଟ୍ରାକ୍ଟର ମାର୍ଚ୍ଚ। ଆଜି ତିନିଟି କୃଷି ଆଇନକୁ ବିରୋଧ କରି ରାହୁଲ ନିଜେ ଘରୁ ଟ୍ରାକ୍ଟର ଚଲାଇ ସଂସଦ ଭବନ ଅଭିମୁଖେ ଯାତ୍ରା କରିଥିଲେ । ଏହି ରାଲିକୁ କୃଷକଙ୍କ ସହ ରାହୁଲଙ୍କ କିଛି ସମର୍ଥକ ମାନେ ସ୍ୱାଗତ କରିଥିଲେ।

ହଙ୍ଗାମା ପରେ ଆନ୍ଦୋଳନକାରୀଙ୍କୁ ଅଟକ ରଖାଯାଇଛି । ଏହା ପରେ ଲୋକସଭା ଓ ରାଜ୍ୟ ସଭାରେ ବିରୋଧିଙ୍କ ହଙ୍ଗାମା ପାଇଁ ଗୃହ ଚାଲିପାରିନଥିଲା । ଏଥିପାଇଁ ରାଜ୍ୟସଭାକୁ ୧୨ ଟା ପର୍ଯ୍ୟନ୍ତ ସ୍ଥଗିତ କରାଯାଥିଲା । ଅନ୍ୟପଟେ ଲୋକସଭାକୁ ୨ଟା ପର୍ଯ୍ୟନ୍ତ ସ୍ଥଗିତ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା