Masthead

ରାଜଧାନୀରେ ୩ ଜଣଙ୍କୁ ଗୋଡାଇ ହାଣିଲେ ଦୁର୍ବୃତ୍ତ

ଭୁବନେଶ୍ବର (ବଡ଼ ଖବର ବ୍ୟୁରୋ): ରାଜଧାନୀରେ ଆତଙ୍କ । ଦିନ ଦ୍ବିପ୍ରହରରେ ୩ ଜଣଙ୍କୁ ଗୋଡାଇ ହାଣିଲେ ଦୁର୍ବୃତ୍ତ। ଦିନ ଦ୍ବିପ୍ରହରେ ରାଜଧାନୀରେ ଖେଳାଇ ଦେଲେ ଦୁର୍ବୃତ୍ତମାନେ ଆତଙ୍କ । ମାଷ୍ଟରକ୍ୟାଣ୍ଟିନ ଛକରେ ୩ଜଣଙ୍କୁ ଗୋଡାଇ ଗୋଡାଇ ହାଣିଲେ ।

ପ୍ରତ୍ୟକ୍ଷଦର୍ଶୀଙ୍କ ଠାରୁ ପ୍ରକାଶ, ପ୍ରାୟ ୧୨ ଜଣ ଦୁର୍ବୃତ୍ତ ହାତରେ ବିଭିନ୍ନ ପ୍ରକାର ମାରଣାସ୍ତ୍ର ଥିଲା । ସେମାନେ ମାଷ୍ଟରକ୍ୟାଣ୍ଟିନ ଛକରେ ପହଞ୍ଚି ସ୍ଥାନୀୟ କିଛି ବ୍ୟକ୍ତିଙ୍କୁ ଗୋଡାଇ ଗୋଡାଇ ଆକ୍ରମଣ କରିଥିଲେ। କେହି କିଛି ବୁଛିବା ଆଗରୁ ଘଟଣାସ୍ଥଳରୁ ଦୁର୍ବୃତ୍ତମାନେ ଫରାର ହୋଇ ଯାଇଥିଲେ । ଦୁର୍ବୃତ୍ତଙ୍କ ଆକ୍ରମଣରେ ଶିକାର ହୋଇଥିବା ୩ ଜଣଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି । ୩ ଆହତଙ୍କ ଅବସ୍ଥା ଗୁରୁତର ରହିଥିବା ସୂଚନା ମିଳିଛି । ଏହି ଘଟଣାର କାରଣ ଜଣା ପଡିନଥିବା ବେଳେ ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି