Masthead

୨୮-୩୦ ରାଜ୍ୟରେ ପ୍ରବଳ ବର୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ୨୮ରୁ ୩୦ ପର୍ଯ୍ୟନ୍ତ ସାରା ରାଜ୍ୟରେ ବର୍ଷା । ଉତ୍ତର ବଙ୍ଗୋପସାଗର ଓ ଏହାର ସଂଲଗ୍ନ ଅଞ୍ଚଳ ଉପରେ ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୮ ତାରିଖ ଆଡ଼କୁ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଓ ଏହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବ।

କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ଆଶଙ୍କା ରହିଛି । କେନ୍ଦ୍ରର ସୂଚନା ଅନୁସାରେ, ୨୮ ତାରିଖ ଦିନ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ଢେଙ୍କାନାଳ ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ ଜଗତସିଂହପୁର, କଟକ, ଅନୁଗୁଳ, ଦେବଗଡ଼, ସୁନ୍ଦରଗଡ଼ ଓ ସମ୍ବଲପୁର ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଆସନ୍ତା ୪ ଦିନ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା