Masthead

ଖୋଲିବ ଶ୍ରୀମନ୍ଦିର !

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପ୍ରାୟ ଅଢ଼େଇ ମାସ ହେଲାଣି ଶ୍ରୀମନ୍ଦିରକୁ ଭକ୍ତଙ୍କ ପ୍ରବେଶ ମନା । ମହାମାରୀ ପାଇଁ ଶ୍ରୀଜିଉଙ୍କୁ ଦର୍ଶନ କରିପାରୁନାହାନ୍ତି ଭକ୍ତ । ରାଜ୍ୟର ସମସ୍ତ ଧର୍ମାନୁଷ୍ଠାନ ବନ୍ଦ ରହିଥିଲା । କିନ୍ତୁ ବର୍ତ୍ତମାନ ଶ୍ରୀମନ୍ଦିର ଖୋଲିବାକୁ ନିଷ୍ପତ୍ତି ନିଆଯିବ । ଏଥିପାଇଁ ଅଗଷ୍ଟ ୪ରେ ବସିବ ବୈଠକ।

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବ। ଏଥିରେ ଭର୍ଚୁଆଲରେ ରହିବେ ପୁରୀ ଜିଲ୍ଲାପାଳ, ଏସ୍‌ପି, ସିଡିଏମ୍‌ଓ, ସମନ୍ୱୟ କମିଟି ସଦସ୍ୟ, ଶ୍ରୀମନ୍ଦିର ପ୍ରଶାସନ ଅଧିକାରୀ ରହିବେ। । ଭକ୍ତମାନେ ମନ୍ଦିର ଭିତରକୁ ଯାଇପାରୁନଥିଲେ। ମନ୍ଦିରରେ କେବଳ ନୀତିକାନ୍ତି ଚାଲୁଥିଲା। କରୋନାକୁ ଦେଖି ରାଜ୍ୟ ସରକାର ପୁରୀ ଛଡ଼ା ଅନ୍ୟ ସ୍ଥାନରେ ରଥ ଯାତ୍ରାକୁ ଅନୁମତି ଦେଇନଥିଲେ। ଯାହାକୁ ନେଇ ବିବାଦ ଦେଖାଦେଇଥିଲା। ଏପରିକି ମାମଲା ସୁପ୍ରିମକୋର୍ଟଙ୍କ ପର୍ଯ୍ୟନ୍ତ ଯାଇଥିଲା। ମାତ୍ର ସେଠାରୁ ସମସ୍ତଙ୍କୁ ନିରାଶ ହେବାକୁ ପଡ଼ିଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି