Masthead

ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କଲେ ଦୁର୍ବୃତ୍ତ

ଧନୁପାଲି(ବଡ଼ ଖବର ବ୍ୟୁରୋ): ସମ୍ବଲପୁର ଧନୁପାଲି ଗୋବିନ୍ଦତୋଲାରେ ଅଭାବନୀୟ ଘଟଣା । ଯୁବକଙ୍କୁ ନିର୍ମମ ଭାବେ ହାଣି ହତ୍ୟା କଲେ ଦୁର୍ବୃତ୍ତ । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଏଭଳି କାଣ୍ଡ ଘଟିଥିବା ସୂଚନା ।

ମୃତ ଯୁବକ ଜଣଙ୍କ ହେଲେ ଦୀପକ ଯାଦକ । ସୋମବାର ବିଳମ୍ବିତ ରାତିରେ ଦୀପକ ଘରକୁ ଫେରୁଥିବା ବେଳେ ୨ଜଣ ଯୁବକ ତାଙ୍କୁ ଆକ୍ରମଣ କରିଥିଲେ । ରକ୍ତ ଜୁଡୁବୁଡୁ ଅବସ୍ଥାରେ ଦୀପକଙ୍କୁ ପ୍ରଥମେ ସମ୍ବଲପୁର ଓ ପରେ ବୁର୍ଲା ଡାକ୍ତରଖାନାକୁ ନିଆଯାଇଥିଲା ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ