ପ୍ରକଳ୍ପ କାର୍ଯ୍ୟ ଅନିୟମିତତାକୁ ନେଇ ହାଇକୋର୍ଟ ଗଲେ ପୂର୍ବତନ ଉପାଧ୍ୟକ୍ଷ

ପିପିଲି (ବଡ଼ ଖବର ବ୍ୟୁରୋ): ପ୍ରକଳ୍ପ କାର୍ଯ୍ୟ ଅନିୟମିତତାକୁ ନେଇ ହାଇକୋର୍ଟଙ୍କ ଦ୍ଵାରାସ୍ଥ ହେଲେ ପିପିଲି ଏନଏସିର ପୂର୍ବତନ ଉପାଧ୍ୟକ୍ଷ । କୋର୍ଟ ଅଭିଯୋଗକୁ ବିଚାର ପାଇଁ ଗ୍ରହଣ କରି କାର୍ଯ୍ୟାଦେଶ ଉପରେ ରହିତାଦେଶ ଜାରି କରିଛନ୍ତି ।

୬ ସପ୍ତାହ ମଧ୍ୟରେ ନିୟମ ଅନୁଯାୟୀ କିପରି କାର୍ଯ୍ୟ କରିବେ ତାର ସବିଶେଷ ତଥ୍ୟ ପ୍ରଦାନ କରିବାକୁ କୋର୍ଟ ନିର୍ଦେଶ ଦେଇଛନ୍ତି । ପିପିଲି ଏନଏସିର ବିଭିନ୍ନ କାମକୁ ସ୍ଥାନୀୟ ବିଜେଡି କର୍ମୀଙ୍କ ଲାଭାଂଶ ଦେବା ଉଦ୍ଦେଶ୍ୟରେ ବ୍ଲକ ଜରିଆରେ କରିବା ପାଇଁ ପିଡିଙ୍କ ହିନ ଉଦ୍ୟମ ବୋଲି ଜିଲ୍ଲା ବିଜେପି ସଭାପତି ଆଶ୍ରିତ ପଟ୍ଟନାୟକ ଅଭିଯୋଗ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’