Masthead

କୋରାପୁଟ-ନବରଙ୍ଗପୁର ଗସ୍ତରେ ୫ ବରିଷ୍ଠ ପ୍ରଶାସକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କୋରାପୁଟ ଓ ନବରଙ୍ଗପୁର ଜିଲ୍ଲା ଗସ୍ତରେ ଯିବେ ୫ ଜଣ ବରିଷ୍ଠ ପ୍ରଶାସକ । ବିଭିନ୍ନ ଉନ୍ନୟନମୂଳକ କାମର କରିବେ ସମୀକ୍ଷା । ବୁଧବାର ଦିନିକିଆ କୋରାପୁଟ ଓ ନବରଙ୍ଗପୁର ଜିଲ୍ଲା ଗସ୍ତ କରିବେ । ଏମାନଙ୍କ ମଧ୍ୟରେ ଅଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ, ୫ଟି ସଚିବ ଭି.କେ ପାଣ୍ଡିଆନ, ଜଳ ସଂପଦ ବିଭାଗର ପ୍ରମୁଖ ସଚିବ ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଆର୍.ଭିନିଲ କ୍ରିଷ୍ଣାଙ୍କ ସମେତ ଏନଏଚଏମ ନିର୍ଦ୍ଦେଶିକା ସାଳିନୀ ପଣ୍ଡିତ।

ସକାଳ ୯ ଟାରେ ଜୟପୁରରେ ପହଞ୍ଚିବେ । ପରେ ଆମ୍ବାଗୁଡା ଯାଈ ସେଠାରେ ୫ଟି ଅଧିନରେ ଥିବା ସ୍କୁଲ ବୁଲି ଦେଖିବା ପରେ ନବରଙ୍ଗପୁର ଜିଲ୍ଲା ଗସ୍ତରେ ଯିବେ। ସେଠାରେ ବିଭିନ୍ନ ଉନ୍ନୟନମୂଳକ କାମର ସମୀକ୍ଷା କରିବା ପରେ କୋରାପୁଟ ଯିବ । ଏଠାରେ ସହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜର ସ୍ଥିତି ଅନୁଧ୍ୟାନ କରିବେ । ଏହାପରେ କୋଭିଡ ସ୍ଥିତି ମଧ୍ୟ ସମୀକ୍ଷା କରିବାର କାର୍ଯ୍ୟକ୍ରମ ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର