Masthead

ସିନ୍ଧୁଙ୍କ ବିଜୟ

(ବଡ଼ ଖବର ବ୍ୟୁରୋ): ଟୋକିଓ ଅଲିମ୍ପିକ୍ସରେ ପି.ଭି ସିନ୍ଧୁ ଦମଦାର ପ୍ରଦର୍ଶନ କରିଛନ୍ତି । ଅନ୍ୟ ଏକ ସହଜ ବିଜୟ ସହିତ ପିଭି ସିନ୍ଧୁ ପ୍ରି-କ୍ୱାର୍ଟର ଫାଇନାଲରେ ପ୍ରବେଶ କରିବାରେ ସଫଳ ହୋଇଛନ୍ତି । ସିନ୍ଧୁ ହଂକଂ ଖେଳାଳି ୨୧-୯, ୨୧-୧୬ ରେ ପରାସ୍ତ କରିଛନ୍ତି । ଫଳରେ ସିନ୍ଧୁଙ୍କଠାରୁ ପଦକ ଆଶା କରିଛି ଭାରତ।

ସିନ୍ଧୁ ତାଙ୍କ ପ୍ରଥମ ମ୍ୟାଚରେ ଇସ୍ରାଏଲ ପ୍ରତିପକ୍ଷକୁ ହରାଇଥିଲେ । ସେପଟେ ତୀରନ୍ଦାଜରେ ଭାରତ ଆଉ ଏକ ନିରାଶା ପାଇଛି । ଭାରତର ତରୁଣଦୀପ ରୟ ରାଉଣ୍ଡ ଅପ ୩୨ରୁ ବାହାରି ଯାଇଛନ୍ତି । ଇଟାଲୀ ଖେଳାଳିଙ୍କ ହାତରେ ତରୁଣଦୀପ ରୟଙ୍କୁ ଏକ ପରାଜୟର ସମ୍ମୁଖୀନ ହେବାକୁ ପଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ