Masthead

୭ ମୁଖ୍ୟମନ୍ତ୍ରୀଙ୍କ ବାପା ମଧ୍ୟ ଥିଲେ ମୁଖ୍ୟମନ୍ତ୍ରୀ

(ବଡ଼ ଖବର ବ୍ୟୁରୋ): ଭାରତୀୟ ରାଜନୀତିରେ ବହୁ ବିଚିତ୍ର କଥା ଶୁଣିବାକୁ ମିଳେ । ସବୁ ରାଜନୌତିକ ଦଳ ବଂଶାନୁକ୍ରମିକ ରାଜନୀତିକୁ ବିରୋଧ କରୁଥିଲେ ମଧ୍ୟ ବାସ୍ତବରେ କାର୍ଯ୍ୟକାରୀ ହୋଇପାରୁନାହିଁ । ବର୍ତ୍ତମାନ ଦେଶର ବିଭିନ୍ନ ରାଜ୍ୟରେ ଥିବା ୭ ମୁଖ୍ୟମନ୍ତ୍ରୀଙ୍କର ବାପାମାନେ ମଧ୍ୟ ମୁଖ୍ୟମନ୍ତ୍ରୀ ଥିଲେ । ପ୍ରଥମେ ଓଡ଼ିଶା ପ୍ରସଙ୍ଗକୁ ଯିବା ।

ବିଜୟା ନନ୍ଦ ପଟ୍ଟନାୟକ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଥିଲେ । ତାଙ୍କ ମୃତ୍ୟୁପରେ ପୁଅ ନୀବନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ହୋଇଛନ୍ତି । ଆନ୍ଧ୍ର ମୁଖ୍ୟମନ୍ତ୍ରୀ ଜଗନମୋହନ ରେଡ୍ଡୀଙ୍କ ବାପା ୱାଇ.ଏସ. ରାଜଶେଖର ରେଡ୍ଡୀ ମଧ୍ୟ ମୁଖ୍ୟମନ୍ତ୍ରୀ ଥିଲେ । ଅରୁଣାଚଳପ୍ରଦେଶର ର୍ଦୋଜୀ ଖାଣ୍ଡୁ ମୁଖ୍ୟମନ୍ତ୍ରୀ ଥିବାବେଳେ ତାଙ୍କ ପୁଅ ପେମା ଖାଣ୍ଡୁ ମୁଖ୍ୟମନ୍ତ୍ରୀ ଅଛନ୍ତି । ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ବାପା ଶିବୁ ସୋରେନ ମଧ୍ୟ ମୁଖ୍ୟମନ୍ତ୍ରୀ ଥିଲେ । ମେଘାଳୟ ମୁଖ୍ୟମନ୍ତ୍ରୀ କର୍ଣ୍ଣାଡ ସାଙ୍ଗମାଙ୍କ ବାପା ପିଏ ସାଙ୍ଗମା ମଧ୍ୟ ମୁଖ୍ୟମନ୍ତ୍ରୀ ଥିଲେ । ସେହିଭଳି ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନଙ୍କ ବାପା ଏମ କରୁଣା ନିଧି ମଧ୍ୟ ଥିଲେ ମୁଖ୍ୟମନ୍ତ୍ରୀ । କର୍ଣ୍ଣାଟକର ନବନିଯୁକ୍ତ ମୁଖ୍ୟମନ୍ତ୍ରୀ ବାସବରାଜ ବୋମ୍ମାଇଙ୍କ ବାପା ଏସ୍.ଆର. ବୋମ୍ମାଇ ।

ଜାମ୍ମୁ କାଶ୍ମୀରରେ ମୁଫତି ମହମଦ ସହିଦ ମୁଖ୍ୟମନ୍ତ୍ରୀ ଥିବା ବେଳେ ତାଙ୍କ ଝିଅ ମେହେବୁବା ମୁଫତି ମଧ୍ୟ ଥିଲେ ମୁଖ୍ୟମନ୍ତ୍ରୀ । ବିହାରର ଲାଲୁପ୍ରସାଦ ଯାଦବ ଓ ରାବ୍ରିଦେବୀ ମଧ୍ୟ ଥିଲେ ମୁଖ୍ୟମନ୍ତ୍ରୀ । ତାମିଲନାଡୁରେ ଏମଜିଆର ଓ ତାଙ୍କ ଝିଅ ଜାନକୀ ରାମଚନ୍ଦ୍ରନ ମଧ୍ୟ ମୁଖ୍ୟମନ୍ତ୍ରୀ ଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଲଞ୍ଚ ହେବ ଆକ୍ସିଅମ-୪ ମିଶନ, କାଉଣ୍ଟଡାଉନ୍ ଷ୍ଟାଟ୍ 🔴 ଆଜିଠୁ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା 🔴 ଇସ୍ରାଏଲ-ଇରାନ ଯୁଦ୍ଧବିରତି ଘୋଷଣା କଲେ ଟ୍ରମ୍ପ 🔴 ୫ ଦିନ ପ୍ରବଳ ବର୍ଷା 🔴 ମହାପ୍ରଭୁଙ୍କ ନୀତିରେ ବିଭ୍ରାଟ, ଚୋରି ହେଲା ଦଶମୂଳ ମୋଦକ 🔴 ଚଳନ୍ତା ଟ୍ରେନ୍ ରେ ଯାତ୍ରୀଙ୍କୁ ପିଟିପିଟି ହତ୍ୟା 🔴 ଦିଲ୍ଲୀ ଯୁବତୀଙ୍କୁ ଯାଜପୁରେ ଅସଦାଚରଣ 🔴 ଧଳା ଜହର ଜବତ ସହ ୨ ମହିଳା ଗିରଫ 🔴 ୫ ବିଧାନସଭା ଉପନିର୍ବାଚନର ଫଳାଫଳ, ସବୁ ପାର୍ଟି ଖୁସ 🔴 ପରୀକ୍ଷାର୍ଥୀଙ୍କୁ ସରକାରଙ୍କ ବଡ଼ ଭେଟି 🔴 ଲଞ୍ଚ ହେବ ଆକ୍ସିଅମ-୪ ମିଶନ, କାଉଣ୍ଟଡାଉନ୍ ଷ୍ଟାଟ୍ 🔴 ଆଜିଠୁ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା 🔴 ଇସ୍ରାଏଲ-ଇରାନ ଯୁଦ୍ଧବିରତି ଘୋଷଣା କଲେ ଟ୍ରମ୍ପ 🔴 ୫ ଦିନ ପ୍ରବଳ ବର୍ଷା 🔴 ମହାପ୍ରଭୁଙ୍କ ନୀତିରେ ବିଭ୍ରାଟ, ଚୋରି ହେଲା ଦଶମୂଳ ମୋଦକ 🔴 ଚଳନ୍ତା ଟ୍ରେନ୍ ରେ ଯାତ୍ରୀଙ୍କୁ ପିଟିପିଟି ହତ୍ୟା 🔴 ଦିଲ୍ଲୀ ଯୁବତୀଙ୍କୁ ଯାଜପୁରେ ଅସଦାଚରଣ 🔴 ଧଳା ଜହର ଜବତ ସହ ୨ ମହିଳା ଗିରଫ 🔴 ୫ ବିଧାନସଭା ଉପନିର୍ବାଚନର ଫଳାଫଳ, ସବୁ ପାର୍ଟି ଖୁସ 🔴 ପରୀକ୍ଷାର୍ଥୀଙ୍କୁ ସରକାରଙ୍କ ବଡ଼ ଭେଟି