Masthead

ଟୋକିଓ ଅଲିମ୍ପିକ୍ସ: କ୍ୱାର୍ଟର ଫାଇନାଲରେ ପହଞ୍ଚିଲେ ପି.ଭି.ସିନ୍ଧୁ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଟୋକିଓ ଅଲିମ୍ପିକ୍ସରେ ପଦକ ହାସଲ ଦିଗରେ ଆଉ ପାଦେ ଆଗେଇଲେ ପି.ଭି. ସିନ୍ଧୁ । ଚଳିତ ଟୋକିଓ ଅଲମ୍ପିକ୍ସରେ ମହିଳା ଏକକ ବର୍ଗରେ ପି.ଭି.ସିନ୍ଧୁ କ୍ୱାର୍ଟର ଫାଇନାଲରେ ପହଞ୍ଚିଛନ୍ତି । ଡେନମାର୍କର ବ୍ଲିଚଫେଲ୍ଡଙ୍କୁ ୨୧-୧୫ ଓ ୨୧-୧୩ରେ ପରାସ୍ତ କରିଛନ୍ତି ସିନ୍ଧୁ । ତେବେ ପ୍ରି-କ୍ୱାର୍ଟରର ଏହି ମ୍ୟାଚ୍ ମାତ୍ର ୪୧ ମିନିଟରେ ଜିତିଛନ୍ତି ପ.ଭି.ସିନ୍ଧୁ । ଆସନ୍ତା କାଲି ସିନ୍ଧୁ ତାଙ୍କର କ୍ୱାର୍ଟର ଫାଇନାଲ ମ୍ୟାଚ ଖେଳିବେ । ସୂଚନାଯୋଗ୍ୟ ରିଓ ଅଲିମ୍ପିକ୍ସରେ ସିନ୍ଧୁ ଭାରତ ପାଇଁ ରୌପ୍ୟ ପଦକ ହାସଲ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ