Masthead

ଟୋକିଓ ଅଲିମ୍ପିକ୍ସ: ଅତନୁ ଦାସଙ୍କ ଆଉ ଏକ ବିଜୟ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଟୋକିଓ ଅଲିମ୍ପିକ୍ସ ତୀରନ୍ଦାଜୀରେ ଅତନୁ ଦାସଙ୍କ ଆଉ ଏକ ବିଜୟ । ସାଉଥ୍ କୋରିଆର ଷ୍ଟାର ଖେଳାଳି ଓହ ଜିନହେକଙ୍କୁ ୬-୫ରେ ପରାସ୍ତ କରିଛନ୍ତି । ଏହି ବିଜୟ ସହ ସେ ପୁରୁଷ ବ୍ୟକ୍ତିଗତ ଇଭେଂଟର ରାଉଣ୍ଡ ୮ରେ ପ୍ରବେଶ କରିଛନ୍ତି । କୋରିଆ ଖେଳାଳିଙ୍କୁ କଡ଼ା ଟକ୍କର ଦେଇଥିଲେ ଅତନୁ ।

ପ୍ରଥମ ସେଟରେ ଅତନୁ ହାରି ଯାଇଥିବା ବେଳେ ଦ୍ୱିତୀୟ ସେଟ୍ ଟାଇ ରହିଥିଲା । ମୁକାବିଲା ସୁଟଆଉଟ୍ ପର୍ୟ୍ୟନ୍ତ ପହଂଚିଥିଲା । ଯେଉଁଥିରେ ଜିନହେକ ୯ ଓ ଅତନୁ ୧୦ ସ୍କୋର କରି ବିଜୟୀ ହୋଇଥିଲେ । ଏହା ପୂର୍ବରୁ ଆଜି ଅତନୁ ରାଉଣ୍ଡ ୩୨ରେ ବିଜୟୀ ହୋଇଥିଲେ । ଚାଇନିଜ୍ ତାଇପେଇର ଡେଙ୍ଗ ୟୁ ଚେଙ୍ଗଙ୍କୁ ୬-୪ରେ ପରାସ୍ତ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି