Masthead

ବରିଷ୍ଠ ଆଇଏଏସ ସ୍ତରରେ ଅଦଳବଦଳ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବରିଷ୍ଠ ଆଇଏଏ ସସ୍ତରରେ ଅଦଳବଦଳ । ୫ଜଣ ଆଇଏଏସ ଅଧିକାରୀଙ୍କ ବଦଳି କରାଯାଇଛି । ଅଶୋକ ମିନାଙ୍କୁ ପଞ୍ଚାୟତରାଜ ପ୍ରମୁଖ ସଚିବ ଭାବେ ବଦଳି । ବିଶାଲ ଦେବଙ୍କୁ ଅର୍ଥ ପ୍ରମୁଖ ବିଭାଗ ସଚିବ ଭାବେ ବଦଳି । ଦେଓ ରଞ୍ଜନ ସିଂ ଖଣି ଓ ଇସ୍ପାତ ବିଭାଗ  ପ୍ରମୁଖ ଶାସନ ସଚିବ ନିଯୁକ୍ତ । ସୁରେନ୍ଦ୍ର କୁମାର ଜିଏ ବିଭାଗ ସହ ସଂସ୍କୃତି ବିଭାଗ ପ୍ରମୁଖ ସଚିବ ନିଯୁକ୍ତ । କ୍ରୀଡ଼ା ଓ ଯୁବ ବ୍ୟାପାର ବିଭାଗର ସଚିବ ହେଲେ ଆର . ଭିନେଲ କ୍ରିଷ୍ଣା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତ ଆସୁଛନ୍ତି ଚୀନ୍ ରାଷ୍ଟ୍ରପତି! 🔴 ଗୃହମନ୍ତ୍ରୀଙ୍କୁ ଭେଟିଲେ ରାଜ୍ୟ ସରକାର 🔴 ହୀରାକୁଦରେ ଖୋଲିଲା ୧୪ ଗେଟ୍ 🔴 ରଥରେ ଅଣସେବାୟତ ପ୍ରବେଶ, ଆକ୍ସନ ମୋଡରେ ପ୍ରଶାସନ 🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 ଭାରତ ଆସୁଛନ୍ତି ଚୀନ୍ ରାଷ୍ଟ୍ରପତି! 🔴 ଗୃହମନ୍ତ୍ରୀଙ୍କୁ ଭେଟିଲେ ରାଜ୍ୟ ସରକାର 🔴 ହୀରାକୁଦରେ ଖୋଲିଲା ୧୪ ଗେଟ୍ 🔴 ରଥରେ ଅଣସେବାୟତ ପ୍ରବେଶ, ଆକ୍ସନ ମୋଡରେ ପ୍ରଶାସନ 🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି..