Masthead

ଶୁକ୍ରବାର ହେବ ଅଫଲାଇନ ମାଟ୍ରିକ ପରୀକ୍ଷା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): କାଲିଠୁ ମାଟ୍ରିକ ଅଫଲାଇନ ପରିକ୍ଷା । ଅସନ୍ତୁଷ୍ଟ ଛାତ୍ରଛାତ୍ରୀ ଦେବେ ପରୀକ୍ଷା । ରାଜ୍ୟ ସରକାର ନିର୍ଦ୍ଧାରିତ ନିୟମାବଳୀ ଅନୁସାରେ ରେଜଲ୍ଟ ପ୍ରକାଶ ପାଇଥିଲା । ମାତ୍ର କେତେକ ଛାତ୍ରଛାତ୍ରୀ ମାର୍କକୁ ନେଇ ଅସନ୍ତୁଷ୍ଟ ଥିବା ଦେଖିବାକୁ ମିଳିଥିଲା । ତେବେ ମାର୍କକୁ ନେଇ ଅସନ୍ତୁଷ୍ଟ ଥିବା ଛାତ୍ରଛାତ୍ରୀ ଅଫ ଲାଇନ ପରୀକ୍ଷା ଦେଇପାରିବେ ବୋଲି କୁହାଯାଇଥିଲା । କାଲିଠାରୁ ଆରମ୍ଭ ହେଉଛି ମାଟ୍ରିକ ଅଫଲାଇନ ପରୀକ୍ଷା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ