Masthead

ଟୋକିଓ ଅଲିମ୍ପିକ୍ସ: କ୍ୱାର୍ଟର ଫାଇନାଲରେ ଦୀପିକା କୁମାରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଟୋକିଓରେ ଆଉ ଏକ ପଦକ ଆଶା । ତୀରନ୍ଦାଜ ଦୀପିକା କୁମାରୀ ବିଶ୍ୱର ଏକ ନମ୍ବର ତୀରନ୍ଦାଜ ସେନିଆ ପରୋଭାଙ୍କୁ ସୁଟଆଉଟରେ ପରାସ୍ତ କରି କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି । କଡା ମୁକାବିଲାରେ ୬-୫ରେ ଜିତିଛନ୍ତି ଦୀପିକା କୁମାରୀ । ଦୀପିକା ପ୍ରଥମ ଓ ତୃତୀୟ କ୍ୱାର୍ଟରରେ ବିଜୟୀ ହୋଇଛନ୍ତି । ଭାରତୀୟ ସମୟ ଅନୁସାରେ ଆଜି ଦିନ ୧୧ଟା ୩୦ରେ କ୍ୱାର୍ଟର ଫାଇନାଲ ମୁକାବିଲା ହେବ । ଦୀପିକାଙ୍କ ମୁକାବିଲା କୋରିଆର ଏନ ସେନଙ୍କ ସହ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ