Masthead

କେତେ କୋହଳ ହେବ କାଲି କହିବେ ସୁରେଶ ମହାପାତ୍ର

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ହେବନି ଅନଲକ୍ । ବର୍ତ୍ତମାନ ରାଜ୍ୟରେ ସେଭଳି ସ୍ଥିତି ଉପୁଜିନାହିଁ । ଅଗଷ୍ଟ ମାସ ପାଇଁ ଆସନ୍ତାକାଲି ଗାଇଡଲାଇନ ଘୋଷଣା ହେବ । ସେ ନେଇ କମିଟି ନିଷ୍ପତି ନେବେ । କଟକ ଓ ଭୁବନେଶ୍ୱରରେ କରୋନା ସ୍ଥିତି ସ୍ଥିର ରହିଛି ବୋଲି କହିଛନ୍ତି ଡିଏମଇଟି ସିବିକେ ମହାନ୍ତି । ସେପଟେ ଅନଲକ ପ୍ରକ୍ରିୟା ଜାରି ହୋଇଥିଲେ ମଧ୍ୟ ନିର୍ଦ୍ଦିଷ୍ଟ କିଛି ସଂସ୍ଥା ପାଇଁ ଏପର୍ଯ୍ୟନ୍ତ ଅନୁମତି ମିଳିନି । ରେସ୍ତୋରାଁରେ ବସି ଖାଇବାର ଅନୁମତି ନାହିଁ ।

ସେହିପରି ବିବାହ ବ୍ରତଘରରେ ଭୋଜିଭାତ ଅନୁମତି ନଥିବାରୁ ଟେଣ୍ଟ, କ୍ୟାଟରିଂ ଆଦି ବ୍ୟବସାୟୀ ମାନେ ବି ହାତ ବାନ୍ଧି ବସିଛନ୍ତି । ମଲ୍, ସିନେମା ହଲ୍ ଗୁଡ଼ିକ ବି ବନ୍ଦ ରହିଛି । ତିନି ମାସ ହେବ ରୋଜଗାର ହରାଇ ଏହି ସବୁ କ୍ଷେତ୍ରର ଲୋକମାନଙ୍କ ଅବସ୍ଥା ଶୋଚନୀୟ ହୋଇଛି । ଏଭଳି ସମୟରେ ଅନଲକ ନେଇ କି ନିଷ୍ପତ୍ତି ନେବେ ରାଜ୍ୟ ସରକାର ଗାଇଡ୍ ଲାଇନ ଉପରେ ସମସ୍ତଙ୍କ ନଜର ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା