Masthead

ସେମିଫାଇନାଲରେ ପହଞ୍ଚିଲେ ସିନ୍ଧୁ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ):ପଦକ ଆଡ଼କୁ ଆଉ ଏକ ପାଦ ଆଗେଇଛନ୍ତି ପି.ଭି. ସିନ୍ଧୁ ।ଟୋକିଓ ଅଲିମ୍ପିକ୍ସର ସେମିଫାଇନାଲରେ ପହଞ୍ଚିଛନ୍ତି । କ୍ୱାର୍ଟର ଫାଇନାଲରେ ସିନ୍ଧୁ ଜାପାନର ଅକାନେ ୟାମାଗୁଚିଙ୍କୁ ୨୧-୧୩, ୨୨-୨୦ ରେ ହରାଇ ଅନ୍ତିମ ୪ରେ ନିଜ ସ୍ଥାନ ପକ୍କା କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ