Masthead

୪୮ ଘଣ୍ଟା ପ୍ରବଳ ବର୍ଷା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ୪୮ ଘଣ୍ଟା ପ୍ରବଳ ବର୍ଷା । ଲଘୁଚାପ ପ୍ରଭାବରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବ । ତା ସହ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ପାଣିପାଗ ବିଶେଷଜ୍ଞଙ୍କ ଆକଳନ ହେଉଛି, ୩୧ ତାରିଖ ପରେ ରାଜ୍ୟର ଅଧିକାଂଶ ଅଞ୍ଚଳରେ ବର୍ଷା କମିବ।

କେବଳ ଉତ୍ତର ଓଡ଼ିଶାର କେତେକ ଜିଲ୍ଲାରେ ମୌସୁମୀ ବର୍ଷା ହେବ । ତେବେ ଏଥର ୧୫ ତାରିଖ ଯାଏ ଓଡ଼ିଶାରେ ମୌସୁମୀ ଦୁର୍ବଳ ରହିବ। ପ୍ରଥମ ୧୦ ଦିନରେ ଉପକୂଳ ଓ ଦକ୍ଷିଣ ଓଡ଼ିଶା ସମେତ ରାଜ୍ୟରେ ହାରାହାରି ୪୦ ମିମି ଓ ୧୧ରୁ ୧୫ ତାରିଖ ମଧ୍ୟରେ ୨୦ ମିମି ବର୍ଷା ହୋଇପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ