Masthead

ଆଜି ଯୁକ୍ତ୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଚଳିତ ବର୍ଷ କରୋନା କାରଣରୁ ଯୁକ୍ତ ୨ ପରୀକ୍ଷା ବାତିଲ କରାଯାଇଥିଲା । ମୂଲ୍ୟାୟନ ପାଇଁ ବିକଳ୍ପ ପଦ୍ଧତି ଆପଣାଯାଇଥିଲା । ତେବେ ଆଜି ପ୍ରକାଶ ପାଇବ ଯୁକ୍ତ୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ । ସନ୍ଧ୍ୟା ୫ଟା ପରେ www.orisssaresults.nic.in  ୱେବ୍‌ସାଇଟ୍‌ରେ ପରୀକ୍ଷାଫଳ ଉପଲବ୍ଧ ହେବ। ଛାତ୍ରଛାତ୍ରୀ ନିଜର ରୋଲ୍‌ ନମ୍ବର ଦେଇ ରେଜଲ୍ଟ ଜାଣିପାରିବେ। ଏଥିସହ ସାମ୍ସ କଲେଜ ଇ-ସ୍ପେସ୍‌ରେ ମଧ୍ୟ ‌ଫଳ ଉପଲବ୍ଧ ହେବ।

ତେବେ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ ୩୧ ତାରିଖପରେ ପ୍ରକାଶ ପାଇବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସୂଚନା ଅନୁଯାୟୀ ମୋଟ ୧ ଲକ୍ଷ ୨୦ ହଜାର ଛାତ୍ରଛାତ୍ରୀଙ୍କ ଫଳ ପ୍ରକାଶ ପାଇବ। ଯେଉଁଥିରେ ବିଜ୍ଞାନ ବିଭାଗର ୯୫ ହଜାର ଓ ବାଣିଜ୍ୟର ୨୫ ‌ହଜାର ଛାତ୍ରଛାତ୍ରୀ ରହିଛନ୍ତି। ମାଟ୍ରିକ୍‌ ପରି ଯୁକ୍ତ୨ରେ ବି ପାସ୍‌ହାର ୯୦%ରୁ ଅଧିକ ହୋଇଥିବା ଜଣାପଡ଼ିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼