Masthead

୨୪ ଘଣ୍ଟାରେ ୧୫୭୮ ପଜିଟିଭ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ। ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୫୭୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୭୭୨୬୮ ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୧୫ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୬୬୩ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୭୭୨୬୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୬୭୧୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୫୩୦୮୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ରାଜ୍ୟରେ ୧୫୯୫୦୪୪୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ