Masthead

ଅଧିକ ସାର ଯୋଗାଣ ପାଇଁ କେନ୍ଦ୍ରମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): କେନ୍ଦ୍ର ସାର ଓ ରସାୟନ ମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ। ଓଡ଼ିଶାକୁ ସାର ଯୋଗାଣ ନେଇ ମନସୁଖ ମାଣ୍ଡଭ୍ୟଙ୍କୁ ଲେଖିଲେ ଚିଠି । ମେ, ଜୁନ୍ ଓ ଜୁଲାଇ ମାସରେ କମ୍ ସାର ଯୋଗାଣ ହୋଇଛି । ତୁରନ୍ତ ରାଜ୍ୟକୁ ଅଧିକ ସାର ଯୋଗାଇବାକୁ ଦାବି କଲେ ମୁଖ୍ୟମନ୍ତ୍ରୀ । ଖରିଫ ଋତୁ ସମୟରେ ମାତ୍ର ୧,୪୫,୧୪୫ ମେଟ୍ରିକ୍ ଟନ୍ ସାର ମିଳିଛି।

ଆବଶ୍ୟକ ଚାହିଦାର ମାତ୍ର ୬୨ % ୟୁରିଆ କେନ୍ଦ୍ର ଦେଇଛି । ଅନ୍ୟ ସାର ମାତ୍ର ୬୦ ରୁ ୭୨% ମିଳିଥିବା ଚିଠିରେ ଉଲ୍ଲେଖ । ବାତ୍ୟା ୟାସ୍ ପାଇଁ ରାଜ୍ୟର ଚାଷୀ ବିଶେଷ ଭାବେ କ୍ଷତିଗ୍ରସ୍ତ ହୋଇଛନ୍ତି । ଉତ୍ପାଦନ ବଢାଇବା ପାଇଁ ଚାଷୀଙ୍କୁ ସାରର ଆବଶ୍ୟକ ରହିଛି । କମ୍ ସାର ଯୋଗାଣ ଚାଷ ଓ ଚାଷୀଙ୍କୁ ପ୍ରତିକୂଳ ପ୍ରଭାବ ପକାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ