ମେଡାଲ ଆଶା ବଢାଇଲା ମହିଳା ହକି ଟିମ

(ବଡ଼ ଖବର ବ୍ୟୁରୋ): ଟୋକିଓ ଅଲିମ୍ପିକ୍ସରେ ଭାରତୀୟ ମହିଳା ହକି ଟିମ ସୁନ୍ଦର ପ୍ରଦର୍ଶନ କରିଛି । ଗ୍ରୁପ ଷ୍ଟେଜ ଶେଷ ମୁକାବିଲାରେ ଦମଦାର ପ୍ରଦର୍ଶନ କରି ଦକ୍ଷିଣ ଆଫ୍ରିକାକୁ ପରାଜିତ କରିଛି । ଭାରତ ଦକ୍ଷିଣ ଆଫ୍ରିକାକୁ ୪-୩ ଗୋଲରେ ହରାଇଛି । ଭାରତୀୟ ମହିଳା ହକି ଟିମର ଟୋକିଓ ଅଲମ୍ପିକ୍ସରେ ଏହା ଦ୍ୱିତୀୟ ବିଜୟ ।

ଅନ୍ୟପଟେ ଭାରତୀୟ ମହିଳା ହକି ଟିମ୍ କ୍ୱାଟର ଫାଇନାଲରେ ପ୍ରବେଶ କରିବ କି ନାହିଁ ତାହା ଶନିବାର ସନ୍ଧ୍ୟାରେ ସ୍ପଷ୍ଟ ହୋଇଯିବ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ