Masthead

ଯୁକ୍ତ ୨ ଫଳ ସମସ୍ତଙ୍କୁ ସନ୍ତୁଷ୍ଟ କରିପାରିବ ତ?

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସଂଧ୍ୟା ୫ଟାରେ ପ୍ରକାଶ ପାଇବ ଯୁକ୍ତ ୨ ଫଳ । ପ୍ରକାଶିତ ହେବ ଯୁକ୍ତ ୨ ବାଣିଜ୍ୟ ଓ ବିଜ୍ଞାନ ଫଳ । ବୋର୍ଡର ୱେବସାଇଟ www.orisssaresults.nic.in ରେ ଫଳ ଦେଖିପାରିବେ ପରୀକ୍ଷାର୍ଥୀ । ମୋଟ୍ ୧ ଲକ୍ଷ ୨୦ ହଜାର ଛାତ୍ରଛାତ୍ରୀଙ୍କ ଆସିବ ରେଜଲ୍ଟ ।

କରୋନା ପାଇଁ ହୋଇନାହିଁ ଅଫଲାଇନ୍ ପରୀକ୍ଷା ।  ବିିଶେଷଜ୍ଞ କମିଟିର ସୁପାରିସରେ ନିର୍ଦ୍ଧାରିତ ହୋଇଛି ପଦ୍ଧତି । ମାଟ୍ରିକ ପରୀକ୍ଷାକୁ ନେଇ ଦେଖା ଦେଇଥିଲା ଅସନ୍ତୋଷ । ଯୁକ୍ତ ୨ ଫଳ ସମସ୍ତଙ୍କୁ ସନ୍ତୁଷ୍ଟ କରିପାରିବ ତ?

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର