Masthead

ଜାଣନ୍ତୁ କ’ଣ ଖୋଲା ଓ କ’ଣ ବନ୍ଦ…

ଭୁବନେଶ୍ବର (ବଡ଼ ଖବର ବ୍ୟୁରୋ): ଆସିଲା ଅଗଷ୍ଟ ମାସର ଗାଇଡଲାଇନ । ସୂଚନା ଦେଲେ ଏସଆରସି ପ୍ରଦୀପ ଜେନା । ଧିରେ ଧିରେ ଅନଲକ ଆଡ଼କୁ ଗତି କରୁଛି ଓଡ଼ିଶା । କଟକ, ଭୁବନେଶ୍ବରରେ ଏବଂ ପୁରୀରେ ରାତ୍ରିରେ କର୍ଫ୍ୟୁ ଜାରି ରହିବ । ରାଜ୍ୟର ୨୭ ଜିଲ୍ଲାରେ ସଂକ୍ରମଣ ନଗଣ୍ୟ ରହିଛି । ସେପ୍ଟେମ୍ବର ୧ ତାରିଖ ଯାଏଁ ୩ ଜିଲ୍ଲାରେ ରାତି ୮ ଟାରୁ ସକାଳ ୬ଟା ଯାଏଁ ନାଇଟ୍‌ କର୍ଫ୍ୟୁ ଜାରି ରହିବ ।

ପରିସ୍ଥିତିକୁ ନଜରରେ ରଖି ୫୦ ପ୍ରତିଶତ ଦର୍ଶକରେ ସିନେମା ହଲ୍‌ ଖୋଲିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି ସରକାର । ଏଥିସହିତ ଥିଏଟର୍‌ ମଧ୍ୟ ଖୋଲିବାକୁ ନିଷ୍ପତ୍ତି ହୋଇଛି । ରାତି ୮ ପର୍ଯ୍ୟନ୍ତ ଦୋକାନ ବଜାର ଖୋଲାରହିବ । ସମସ୍ତ ଧାର୍ମିକ, ରାଜନୈତିକ ଏବଂ ସାମାଜିକ ସମାବେଶକୁ ମନା କରାଯାଇଛି । ପ୍ରଦର୍ଶନୀ, ବାଣିଜ୍ୟିକ ମେଳା ମହୋତ୍ସବକୁ ମଧ୍ୟ ବାରଣ କରାଯାଇଛି । ସମୁଦ୍ର କୂଳ ଏବଂ ପାର୍କ ଖୋଲା ରହିବ । ସମସ୍ତ ପର୍ଯ୍ୟଟକ ଗାଇଡଲାଇନ୍‌ ମାନି ପର୍ଯ୍ୟଟନ  ସ୍ଥଳୀ ଭିତରକୁ ପ୍ରବେଶ କରିବେ ।

ସମସ୍ତ ଆହାର କେନ୍ଦ୍ର ଖୋଲାରହିବ । ସିନେମା ହଲ୍, ରେଷ୍ଟୁରାଣ୍ଟ ଖୋଲିବ । ରାସ୍ତାକଡ଼ ଜଳଖିଆ ଦୋକାନରେ ବସି ଖାଇପାରିବେ । ଧାର୍ମିକ ସ୍ଥଳ ଖୋଲରହିବ କିନ୍ତୁ ଭୋଗ ନେଇ ଯାଇପାରିବେ ନାହିଁ ଶ୍ରଦ୍ଧାଳୁ । ବିବାହରେ ୨୫, ଶୁଦ୍ଧିକ୍ରିୟାରେ ୨୦ ଜଣଙ୍କୁ ଅନୁମତି । ଭୋଜିଭାତ ଉପରେ ପୂର୍ବବତ କଟକଣା ରହିବ । ମୀନା ବଜାର ଖୋଲାଯାଇପାରିବ । ସ୍ବିମିଂ ପୁଲ ମଧ୍ୟ ଖୋଲା ରଖିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ