Masthead

ଖୋଲିବ ସ୍ବିମିଂ ପୁଲ, ପାର୍କ, ମଲ୍

ଭୁବନେଶ୍ବର (ବଡ଼ ଖବର ବ୍ୟୁରୋ): ଆସିଲା ଅଗଷ୍ଟ ମାସର ଗାଇଡଲାଇନ । ସୂଚନା ଦେଲେ ଏସଆରସି ପ୍ରଦୀପ ଜେନା । ସକାଳ ୬ରୁ ରାତି ୮ ଯାଏ ସବୁ ଖୋଲା । ୫୦ ପ୍ରତିଶତ ଦର୍ଶକରେ ସିନେମା ହଲ୍‌ ଖୋଲିବା । ୫୦ ପ୍ରତିଶତ ଦର୍ଶକଙ୍କୁ ନେଇ ଚାଲି ପାରିବ ଅପେରା । ପାର୍କ, ମଲ୍, ସମୁଦ୍ର କୂଳ ଖୋଲିବ । ସମସ୍ତ ଆହାର କେନ୍ଦ୍ର ଖୋଲାରହିବ । ରେଷ୍ଟୁରାଣ୍ଟ ଖୋଲିବ । ରାସ୍ତାକଡ଼ ଜଳଖିଆ ଦୋକାନରେ ବସି ଖାଇପାରିବେ। ଧାର୍ମିକ ସ୍ଥଳ ଖୋଲରହିବ କିନ୍ତୁ ଭୋଗ ନେଇ ଯାଇପାରିବେ ନାହିଁ ଶ୍ରଦ୍ଧାଳୁ ।

ବିବାହରେ ୨୫, ଶୁଦ୍ଧିକ୍ରିୟାରେ ୨୦ ଜଣଙ୍କୁ ଅନୁମତି । ମୀନା ବଜାର ଖୋଲାଯାଇପାରିବ । ସ୍ବିମିଂ ପୁଲ ଖୋଲିବ । ମ୍ୟୁଜିୟମ, ନନ୍ଦନକାନନ, ସାପ୍ତାହିକ ହାଟ ଖୋଲା ରହିବ । ବସରେ ଯେତିକି ସିଟ୍‌ ସେତିକି ଯାତ୍ରୀଙ୍କୁ ନେଇ ଜାରି ରହିବ ବସ ଚଳାଚଳ । ରାତି ୮ରୁ ସକାଳ ୬ ଯାଏ ନାଇଟ୍ କର୍ଫ୍ୟୁ । କଟକ, ଭୁବନେଶ୍ବରରେ ଏବଂ ପୁରୀରେ ସପ୍ତାହନ୍ତ ସଟ୍‌ଡାଉନ୍‌ ଜାରି ରହିବ । ସମସ୍ତ ଧାର୍ମିକ, ରାଜନୈତିକ ଏବଂ ସାମାଜିକ ସମାବେଶକୁ ମନା । ଭୋଜିଭାତ ଉପରେ ପୂର୍ବବତ କଟକଣା ରହିବ । ପ୍ରଦର୍ଶନୀ, ବାଣିଜ୍ୟିକ ମେଳା ମହୋତ୍ସବକୁ ମଧ୍ୟ ବାରଣ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ