୨୪ ଘଣ୍ଟାରେ ୧୪୩୭ ପଜିଟିଭ୍

(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଖସୁଛି ସଂକ୍ରମଣର । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୪୩୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୭୮୭୦୫ ରେ ପହଞ୍ଚିଛି ।

ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୩୨ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୬୦୫ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୭୮୭୦୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୫୮୫୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୫୬୮୨୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୬୦୯୭୪୧୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ