ରସାବଳୀକୁ ମିଳୁ ଜି.ଆଇ ଟ୍ୟାଗ୍

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): କେନ୍ଦ୍ରାପଡ଼ା ରସାବଳୀକୁ ଜି.ଆଇ ଟ୍ୟାଗ ଦାବି କଲେ ସାଂସଦ। ସୁବାସ ସିଂହ, ମମତା ମହନ୍ତ ଓ ମୁନାଁ ଖାଁ, ପାର୍ଲାମେଣ୍ଟ କାର୍ୟ୍ୟାଳୟରେ ଭେଟି କେନ୍ଦ୍ରମନ୍ତ୍ରୀ ପୀୟୂଷ ଗୋଏଲଙ୍କୁ ସ୍ମାରକପତ୍ର ଦେଇଛନ୍ତି। ଜାତୀୟ ଓ ଅନ୍ତର୍ଜାତୀୟ ସ୍ବୀକୃତି ପାଇଁ ୩ ସାଂସଦଙ୍କ ଦାବି କରିଛନ୍ତି। ତୁଳସୀକ୍ଷେତ୍ର ଶ୍ରୀ ବଳଦେବଜିଉଙ୍କ ମୁଖ୍ୟ ପ୍ରସାଦ ହେଉଛି ରସାବଳୀ।

ଦେଶ ଓ ରାଜ୍ୟର ପ୍ରମୁଖ ପ୍ରଦର୍ଶନୀ ଓ ଓଡ଼ିଶା ପ୍ରସିଦ୍ଧ ବାଲିଯାତ୍ରାରେ ରସାବଳୀ ପ୍ରଦର୍ଶିତ ହୋଇ ଆଦୃତ ହୋଇପାରିଛି । ଦିଲ୍ଲୀରୁ ଓଡ଼ିଶା ପୁରା ପଲ୍ଲୀ ପର୍ଯ୍ୟନ୍ତ ବିଭିନ୍ନ ଯାନୀ ଯାତ୍ରା, ମେଳା ଓ ପ୍ରଦର୍ଶନୀ ମାନଙ୍କରେ ରସାବଳୀ ପ୍ରଦର୍ଶିତ ହୋଇ ଆଦୃତ ହୋଇପାରିଛି । କେନ୍ଦ୍ରାପଡାର ରସାବଳୀକୁ ଜିଆଇଟ୍ୟାଗ ମିଳିଲେ, ଏହା ଆନ୍ତର୍ଜାତିକ ସ୍ତରରେ ସ୍ୱୀକୃତି ପାଇପାରିବା ସହିତ ଦେଶ ବିଦେଶରେ ମଧ୍ୟ ଆଦୃତ ହୋଇ ପାରିବ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ