Masthead

ଆହୁରି ବର୍ଷିବ ! ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ବଡ଼ ଖବର(ଭୂବନେଶ୍ୱର): ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଲାଗି ରହିଛି । ଆସନ୍ତା ୬ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଗଞ୍ଜାମ, କନ୍ଧମାଳ, ବୌଦ୍ଧ, ପୁରୀ, ବଲାଙ୍ଗୀର, କଳାହଣ୍ଡି, ବରଗଡ଼, ସୋନପୁର, ରାୟଗଡ଼ା, ନୟାଗଡ଼, ମୟୂରଭଞ୍ଜ ଓ କେନ୍ଦୁଝର ଆଦି ୧୨ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଏହି ସବୁ ଜିଲ୍ଲା ଗୁଡିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଘୁୃର୍ଣ୍ଣି ବଳୟ ଓ ଲଘୁଚାପ ପ୍ରଭାବରେ ଉପକୁଳରେ ୪୦ ରୁ ୫୦ କି.ମି ବେଗରେ ପବନ ବହିବାର ସମ୍ଭାବନା ଥିବାରୁ ଆସନ୍ତା ଚାରିଦିନ ପର୍ଯ୍ୟନ୍ତ ସମୁଦ୍ର ମଧ୍ୟକୁ ନଯିବା ପାଇଁ ମତ୍ସ୍ୟଜିବୀମାନଙ୍କୁ ସତର୍କ କରି ଦିଆଯାଇଛି । ସମ୍ଭାବ୍ୟ ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼