Masthead

ଗଡ଼ିବନି ମୋ ବସ: ଧାରଣାରେ ଡ୍ରାଇଭର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜଧାନୀରେ ସୋମବାର ଗଡ଼ିବନି ମୋ ବସ । ଧାରଣାରେ ମୋ ବସ୍ ଡ୍ରାଇଭର । ଦରମା ପୋଷଉ ନଥିବା କରିଛନ୍ତି ଅଭିଯୋଗେ । ଦରମା ବୃଦ୍ଧି ନେଇ ତାତିଲେ କର୍ମଚାରୀ । ତେବେ ଦରମା ବୃଦ୍ଧି ସମେତ ବିଭିନ୍ନ ଦାବି ନେଇ ଧାରଣାରେ ବସିଛନ୍ତି ମୋ ବସ୍ କର୍ମଚାରୀ। ବର୍ତ୍ତମାନ ଦିନକୁ ୮ ଘଣ୍ଟା ଡ୍ୟୁଟି ହିସାବରେ ମାସକୁ ଦରମା ମିଳୁଛି ୧୨ ହଜାର ଟଙ୍କା ।

ଏତିକି ଟଙ୍କାରେ ପରିବାର ପୋଷିବା କଷ୍ଟ ହେଉଛି ବୋଲି କହିଛନ୍ତି ଡ୍ରାଇଭର। ତେଣୁ ଦରମା ବୃଦ୍ଧି କରାଯାଇ ୧୮ ହଜାର ଟଙ୍କା କରାଯାଉ ବୋଲି ଦାବି କରିଛନ୍ତି। କେବଳ ଦରମା ନୁହେଁ ଇଏସ ଆଇ , ଇପିଏଫ୍ ମଧ୍ୟ ସବୁ କର୍ମଚାରୀ ପାଉନଥିବା ଅଭିଯୋଗ ହୋଇଛି । ଦରମା ବଢ଼ାଇବା ପାଇଁ ଦାବି କଲେ ଚାକିରିରୁ ବାହାର କରିଦେବାକୁ ଧମକ ଦେଉଛି ଟ୍ରାଭେଲ ଟାଇମ୍ସ । ତେଣୁ ସୋମବାରଠୁ କାମ ଛାଡି ସମସ୍ତ ଡ୍ରାଇଭର ଆନ୍ଦୋଳନରେ ବସିଛନ୍ତି। ଅନ୍ୟପଟେ ଟ୍ରାଭେଲ ଟାଇମ୍ସର କୌଣସି ଅଧିକାରୀ ଏନେଇ ମୁହଁ ଖୋଲିନାହାଁନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି