Masthead

ନିରାଶ କଲେ ଦୂତୀ

(ବଡ଼ ଖବର ବ୍ୟୁରୋ): ୨୦୦ ମିଟର ଦୌଡ଼ରେ ନିରାଶ କଲେ ଦୂତୀ । ୨୦୦ ମିଟର ହିଟ୍‌ରେ ସପ୍ତମ ସ୍ଥାନରେ ରହିଲେ ଦୂତୀ। ୨୩.୮୫ ସେକେଣ୍ଡରେ ଦୂରତା ଅତିକ୍ରମ କଲେ ଓଡ଼ିଆ ଧାବିକା । ଚଳିତ ସିଜିନ୍‌ରେ ଏହା ଦୂତୀଙ୍କର ସର୍ବୋତ୍ତମ ପ୍ରଦର୍ଶନ।  ଏହାପୂର୍ବରୁ ସେ ୧୦୦ ମିଟରେ ରେସରେ ବି ସପ୍ତମ ସ୍ଥାନ ହାସଲ କରିଥିଲେ ।

ସେ ୧୦୦ ମିଟରକୁ ପୂରଣ କରିବା ପାଇଁ ୧୧.୫୪ ସେକେଣ୍ଡ ସମୟ ନେଇଥିଲେ । ୨୦୦ ମିଟରରେ ଦୂତୀଙ୍କ ଶ୍ରେଷ୍ଠ ଟାଇମିଂ ଥିଲା ୨୩.୦୦ ସେକେଣ୍ଡ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼