Masthead

କେରଳ-ମହାରାଷ୍ଟ୍ରରେ ବ୍ୟାପୁଛି ଜିକା ଭାଇରସ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): କେରଳ ମହାରାଷ୍ଟ୍ରରେ ବ୍ୟାପୁଛି ଜିକା ଭାଇରସ । ମହାରାଷ୍ଟ୍ରରରେ ପ୍ରଥମ ଜିକା ଭାଇରସ ସଂକ୍ରମଣ ମାମଲା ପୁଣେରେ ଦେଖାଦେଇଛି । ତେବେ ଲୋକେ ଭୟଭିତ ନହେବା ପାଇଁ ମଧ୍ୟ କୁହାଯାଇଛି । କେରଳରେ ଜିକା ଭାଇରସ ସଂକ୍ରମଣ ବଢିବାରେ ଲାଗିଛି । ସଂକ୍ରମଣ ବୃଦ୍ଧି ପାଇଁ ରାଜ୍ୟରେ ମୋଟ ସଂକ୍ରମଣ ୬୩କୁ ବୃଦ୍ଧି ପାଇଛି ।

ଏହି ସଂକ୍ରମଣର ପ୍ରଥମ ପର୍ଯ୍ୟାୟରେ କୋଭିଡ-୧୯ ରୋଗୀ ସୃଷ୍ଟି କରୁଥିବା ସାର୍ସ-କୋଭ-୨ ସଂକ୍ରମଣ ଭଳି ଲକ୍ଷଣ ପ୍ରକାଶ ପାଏ । ଏହି ରୋଗ ନିର୍ଣ୍ଣୟ କରିବା କଷ୍ଟକର ବୋଲି ବିଶେଷଜ୍ଞ ମାନେ ମତ ରଖିଛନ୍ତି । କରୋନା ଏବଂ ଜିକା ଭାଇରସର ବେକ୍ଟର, ଟ୍ରାନ୍ସମିଶନ ଏବଂ ଏପିଡେମୋଲୋଜି ଭିନ୍ନ । ଏଡିଶ୍ ଇଜିପ୍ଟ ମଶା କାମୁଡିବା ଦ୍ୱାରା ଜିକା ସଂକ୍ରମଣ ହୁଏ । ଜ୍ୱର. ଚର୍ମରେ ଦାଗ, ମାଂସପେଶୀ ଓ ଗଣ୍ଠି ଯନ୍ତ୍ରଣା, ମୁଣ୍ଡବିନ୍ଧା ଜିକା ଭୂତାଣୁ ସଂକ୍ରମଣର ଲକ୍ଷଣ । ଏହି ଲକ୍ଷଣ ୨ରୁ ୭ଦିନ ରହିଥାଏ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ