Masthead

ସେମିଫାଇନାଲରେ ମହିଳା ହକି ଟିମ

(ବଡ଼ ଖବର ବ୍ୟୁରୋ): ଇତିହାସ ରଚିଲା ଭାରତୀୟ ମହିଳା ହକି ଟିମ । ଟୋକିଓ ଅଲିମ୍ପିକ୍ସରେ ମହିଳା ହକି ଟିମର ଦମଦାର ବିଜୟ । ସେମିଫାଇନାଲକୁ ଗଲା ମହିଳା ହକି ଟିମ । ୧-୦ ଗୋଲରେ ଅଷ୍ଟ୍ରେଲିଆକୁ ହରାଇଲା ଭାରତ । ଭାରତ ଇତିହାସରେ ପ୍ରଥମ । ପ୍ରଥମ ଥର ପାଇଁ ସେ ଭାରତୀୟ ହକି ଟିମ ଅଲିମ୍ପିକରେ ସେମିରେ ପ୍ରବେଶ କରି ଏଭଳି ଇତିହାସ ହାସଲ କରିଛି ।

ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ହକି ମ୍ୟାଚରେ କଡ୍ଡା ମୁକାବିଲା ଦେଖିବାକୁ ମିଳିଥିଲା । ଏହି କ୍ୱାର୍ଟରରେ ଅଷ୍ଟ୍ରେଲିଆ ଦଳ ଭାରି ଦେଖାଯାଉଥିଲା, କିନ୍ତୁ ଗୋଟିଏ ଗୋଲ ସ୍କୋର କରିପାରି ନଥିଲା । ଫଳରେ ଟିମ୍ ଇଣ୍ଡିଆ ମ୍ୟାଚ୍‌ରେ ୧-୦ରେ ଆଗୁଆ ରହିଛି । ତେବେ ଦଳର ଏଭଳି ସଫଳତା ପାଇଁ କେନ୍ଦ୍ର କ୍ରୀଡ଼ା ମନ୍ତ୍ରୀ ଅନୁରାଗ ଠାକୁର ଶୁଭେଚ୍ଛା ଜଣାଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର