ଖାଉଟିଙ୍କ ଉପରେ ମହଙ୍ଗାମାଡ଼: ବଢିଲା ସିଲିଣ୍ଡରର ଦାମ

ନୂଆଦିଲ୍ଲୀ (ବଡ଼ ଖବର): ପୁଣି ବଢିଲା ଗ୍ୟାସ ସିଲିଣ୍ଡର ଦାମ । ପେଟ୍ରୋଲ ଓ ଡିଜେଲ ବଢୁଥିବା ଦାମ ମଧ୍ୟରେ ପୁଣି ତୈଳ କମ୍ପାନୀମାନେ ରୋଷେଇ ଗ୍ୟାସ ସିଲିଣ୍ଡରର ଦାମ ବୃଦ୍ଧି କରିଛନ୍ତି । ବ୍ୟବସାୟିକ ଗ୍ୟାସ ସିଲିଣ୍ଡରର ଦାମ ବୃଦ୍ଧି ହୋଇଛି । ୧୯ କେଜି ସିଲିଣ୍ଡର ଉପରେ ୭୩.୫୦ ଟଙ୍କା ବୃଦ୍ଧି କରାଯାଇଛି । ଏପଟେ ଘରୋଇ ଗ୍ୟାସ ସିଲିଣ୍ଡରର ଦାମ ସ୍ଥିର ରହିଛି ।

ବ୍ୟବସାୟିକ ଗ୍ୟାସ ସିଲିଣ୍ଡରର ଦାମ ବୃଦ୍ଧି ଫଳରେ ପୁଣି ଖାଦ୍ୟ ସାମଗ୍ରୀର ଦାମ ବଢିବ ବୋଲି ଅନୁମାନ କରାଯାଇଛି। ୧୦ରୁ୧୨ ଦିନ ମଧ୍ୟରେ ତୈଳଦର ବୃଦ୍ଧି ହୋଇ ନଥିବା ବେଳେ ସରକାରୀ ତୈଳ କମ୍ପାନୀମାନେ ଗ୍ୟାସ ସିଲିଣ୍ଡରର ଦାମ ବୃଦ୍ଧି କରି ପୁଣି ଖାଉଟିଙ୍କ ଉପରେ ମହଙ୍ଗାମାଡ଼ କରିଛନ୍ତି । ଏହି ଗ୍ୟାସ ଦର ବୃଦ୍ଧି ଫଳରେ ଦିଲ୍ଲୀରେ ୧୯ କେଜି ବ୍ୟବସାୟିକ ଗ୍ୟାସ ସିଲିଣ୍ଡର ଦାମ ୧୫୫୦ ଟଙ୍କାରୁ ବୃଦ୍ଧି ପାଇ ୧୬୨୩ ଟଙ୍କାରେ ପହଂଚିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’