Masthead

ଭାରତୀୟ ମହିଳା ହକି ଟିମକୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

(ବଡ଼ ଖବର ବ୍ୟୁରୋ) : ସେମିଫାଇନାଲରେ ପ୍ରବେଶ କରିଛି ଭାରତୀୟ ମହିଳା ହକି ଦଳ । ଟ୍ୱିଟ୍ କରି ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହା ଭାରତୀୟ ଟିମର ଜବରଦସ୍ତ ବିଜୟ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ଆଗକୁ ଟିମ୍ ଭଲ ପ୍ରଦର୍ଶନ କରି ବିଜୟ ଧାରା ଜାରି ରଖିବେ ବୋଲି ମୁଖ୍ୟମନ୍ତ୍ରୀ ଆଶା ରଖିଛନ୍ତି ।

ଭାରତୀୟ ମହିଳା ହକି ଦଳକୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । କେବଳ ପି. ଭି. ସିନ୍ଧୁ ନୁହଁ, ଭାରତୀୟ ପୁରୁଷ ଓ ମହିଳା ହକି ଦଳ ମଧ୍ୟ ଐତିହାସିକ ପ୍ରଦର୍ଶନ ଦେଖାଇଛନ୍ତି ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା