ସେମିରେ ବେଲଜିୟମଠାରୁ ଭାରତ ପରାସ୍ତ

(ବଡ଼ ଖବର ବ୍ୟୁରୋ): ଭାରତକୁ ଲାଗିଛି ଝଟକା । ୪୧ ବର୍ଷ ପରେ ଭାରତ ଅଲିମ୍ପିକ୍ସ ସେମିଫାଇନାଲ ୩-୧ ଗୋଲରେ ବାଜିମାରି ସେମିଫାଇନାଲରେ ପ୍ରବେଶ କରିଥିଲା । କିନ୍ତୁ ଫାଇନାଲରେ ପ୍ରବେଶ କରିବାର ସୁଯୋଗ ହାତଛଡ଼ା କରିଛି ଭାରତୀୟ ପୁରୁଷ ହକି ଟିମ। ସେମି ଫାଇନାଲ ମୁକାବିଲାରେ ହାରିଛି ଭାରତୀୟ ହକି ଟିମ । ବେଲଜିୟମଠୁ ୫-୨ରେ ହାରିଛି ଭାରତୀୟ ଦଳ । ଏବେ ଦଳ ବ୍ରୋଞ୍ଜ ପଦକ ପାଇଁ ଖେଳିବ ।

ସେପଟେ ପ୍ରଧାନମନ୍ତ୍ରୀ ମୋଦି ଭାରତୀୟ ଦଳର ପରାଜୟ ପରେ ଭାରତୀୟ ଦଳର ମନୋବଳକୁ ବଢାଇଛନ୍ତି । ଆଗାମୀ ମ୍ୟାଚ ପାଇଁ ନିଜର ଚେଷ୍ଟା ଜାରି ରଖିବାକୁ ସେ ଶୁଭକାମନା ଜଣାଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ