Masthead

ପ୍ରକାଶ ପାଇବ ସିବିଏସଇ ଦଶମ ରେଜଲ୍ଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ବାହାରିବ ସିବିଏସଇ ଦଶମ ରେଜଲ୍ଟ । ଦଶମ ରେଜଲ୍ଟ ବାହାରିବା ନେଇ ସିବିଏସଇ ପକ୍ଷରୁ ସୂଚନା । ଦିନ ୧୨ଟାରେ ଘୋଷଣା ହେବ ସିବିଏସଇ ଦଶମ ରେଜଲ୍ଟ । cbseresults.nic.in ଓ୍ୱେବସାଇଟରେ ଉପଲବ୍ଧ ହେବ ରୋଜଲ୍ଟ ।

ପ୍ରାର୍ଥୀମାନେ ମଧ୍ୟ CBSE Digilocker ୱେବସାଇଟ୍, digilocker.gov.in କୁ ଲଗ୍ ଇନ୍ କରି ସେମାନଙ୍କର ରେଜଲ୍ଟ ଜାଣିପାରିବେ। ଏହାସହ ମାର୍କ ସିଟ୍ ଏବଂ ସାର୍ଟିଫିକେଟ୍ ମଧ୍ୟ ପାଇପାରିବେ । ତେବେ ଯେଉଁମାନେ ମୂଲ୍ୟାଙ୍କନ ପଦ୍ଧତିରେ ଖୁସି ନୁହଁନ୍ତି । ସେମାନେ ଅଫଲାଇନ ଜରିଆରେ ଶାରୀରିକ ପରୀକ୍ଷା ଦେଇପାରିବେ । କରୋନା ସ୍ଥିତି ସୁଧାରିବା ପରେ ଏନେଇ ନିଷ୍ପତ୍ତି ନିଆଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ