Masthead

ୟେଦ୍ୟୁରପ୍ପା ଓ ତାଙ୍କ ପୁଅଙ୍କୁ ହାଇକୋର୍ଟ ନୋଟିସ

(ବଡ଼ ଖବର ବ୍ୟୁରୋ): କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ବିଏସ ୟେଦ୍ୟୁରପ୍ପା ଏବଂ ତାଙ୍କ ପୁଅ ତଥା ରାଜ୍ୟ ବିଜେପି ଉପସଭାପତି ବି ୱାଇ ବିଜେୟେନ୍ଦ୍ରଙ୍କୁ ମଙ୍ଗଳବାର ହାଇକୋର୍ଟ ନୋଟିସ କରିଛନ୍ତି । ଏକ ଆବାସ ପ୍ରକଳ୍ପ ଦୁର୍ନୀତି ମାମଲାରେ କର୍ଣ୍ଣାଟକ ହାଇକୋର୍ଟ ନୋଟିସ କରିଛନ୍ତି । ପୂର୍ବତନ ମନ୍ତ୍ରୀ ଏସଟି ସୋମଶେଖରଙ୍କୁ ମଧ୍ୟ ଏହି ଦୁର୍ନୀତି ମାମଲାରେ ନୋଟିସ୍ ହୋଇଥିବା ଜଣାପଡିଛି । ଜଷ୍ଟିସ୍ ଏସ୍ ସୁନିଲ ଦତ୍ତ ଯାଦବଙ୍କ ଖଣ୍ଡପୀଠ ଏହି ମାମଲାରେ ମୁଖ୍ୟମନ୍ତ୍ରୀ ଏବଂ ଅନ୍ୟମାନଙ୍କୁ ନୋଟିସ ଜାରି କରିବାକୁ ନିର୍ଦ୍ଦେଶ ଦେଇଥିଲେ ।

ସୂଚନା ଅନୁସାରେ, ବିଡିଏ ଏକ ଆବାସ ପ୍ରକଳ୍ପ ପାଇଁ ଜଣେ କଣ୍ଠ୍ରାକ୍ଟରଙ୍କଠାରୁ ଲାଞ୍ଚ ନେଇଥିବା ସଂକ୍ରନ୍ତ ଅଭିଯୋଗ ହୋଇଥିଲା । ଏହି ଦୁର୍ନୀତି ଅଭିଯୋଗ ନେଇ କର୍ଣ୍ଣାଟକ ବିଧାନସଭାରେ ମଧ୍ୟ ଆଲୋଚନା ହୋଇଛି । ତେବେ ୟେଦୁର୍ୟପ୍ପା ଏବଂ ତାଙ୍କ ପୁଅ ଏହି ଅଭିଯୋଗକୁ ଖଣ୍ଡନ କରିଛନ୍ତି । ଉକ୍ତ ଘଟଣାରେ କୌଣସି ସତ୍ୟତା ନାହିଁ ବୋଲି ସେମାନେ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା