Masthead

ଜାଭେଲିନ୍‌ରେ ଫାଇନାଲରେ ଏଣ୍ଟ୍ରିକଲେ ନୀରଜ ଚୋପ୍ରା

(ବଡ଼ ଖବର ବ୍ୟୁରୋ): ଭାରତ ପାଇଁ ଆଉ ଏକ ପଦକ ଆଶା ଉଜ୍ଜବୀତ ହୋଇଛି। ଅଲିମ୍ପିକ୍ସରେ ପୁରୁଷ ବର୍ଗ ଜାଭେଲିନ୍‌ ଥ୍ରୋରେ ଦମଦାର ପ୍ରଦର୍ଶନ କରିଛନ୍ତି ନୀରଜ ଚୋପ୍ରା। ୮୬.୬୫ ମିଟର ଥ୍ରୋ କରି ଗ୍ରୁପ-ଏ ର ଶୀର୍ଷରେ ରହିବା ସହତି ଜାଭେଲିନ୍‌ ଫାଇନାଲକୁ ପ୍ରବେଶ କରିଛନ୍ତି ନୀରଜ ।

ସେହିପରି ଗ୍ରୁପ୍-ବିରେ ଥିବା ଶିବପାଲଙ୍କ ଉପରେ ମଧ୍ୟ ନଜର ରହିଛି। ଶିବପାଲ ପ୍ରଥମ ପ୍ରୟାସରେ ୭୪.୬୦ ମିଟର ଥ୍ରୋ କରି ଗ୍ରୁପର ୫ମ ସ୍ଥାନରେ ଅଛନ୍ତି। ଆଉ ୨ଟି ଥ୍ରୋ ବାକି ଥିବାବେଳେ ଶିବପାଲଙ୍କ ଉପରେ ରହିଛି ସମସ୍ତଙ୍କ ନଜର।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ