Masthead

ଓଡ଼ିଶାରେ ବଢୁଛି ଶିଶୁ ନିର୍ଯାତନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡ଼ିଶାରେ ୧୦ବର୍ଷରେ ୧୮ଗୁଣ ଓଡ଼ିଶାରେ ଶିଶୁ ନିର୍ଯାତନା । ୨୦୦୯ରେ ଓଡ଼ିଶାରେ ୮୭ ଶିଶୁ ନିର୍ଯାତନା ମାମଲା ବିଭିନ୍ନ ଥାନାରେ ରୁଜୁ ହୋଇଥିଲା । ୨୦୧୯ରେ ଏହା ବୃଦ୍ଧି ପାଇ ୧ ହଜାର ୬୪୮ରେ ପହଞ୍ଚିଛି । ଲୋକସଭାରେ ଏହି ତଥ୍ୟ କେନ୍ଦ୍ର ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ସ୍ମୃତି ଇରାନୀ ଉପସ୍ଥାପନା କରିଛନ୍ତି । ଜାତୀୟ ହାର ତୁଳାନାରେ ଓଡ଼ିଶାରେ ଶିଶୁ ନିର୍ଯାତନା ଅଧିକ ଥିବାରୁ ରାଜ୍ୟ ସରକାରଙ୍କ ଅସଲ ଚେହେରା ପଦାରେ ପଡିଯାଇଛି ।

ରାଜ୍ୟରେ ଶିଶୁମାନଙ୍କର ସୁରକ୍ଷା ନେଇ ଏବେ ବଡ଼ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । ନୟାଗଡ଼ରେ ପରୀ, ବଡ଼ମାଳରେ ନାବାଳିକାଙ୍କୁ ଗଣବଳାକ୍ରାର ଭଳି ଘଟଣା ରାଜ୍ୟରେ ଶିଶୁନିର୍ଯାତନା ବଢୁଥିବା କଥାକୁ ସୂଚାଉଛି । ଓଡ଼ିଶାରେ ଶିଶୁ ସୁରକ୍ଷା ଆୟୋଗ କାର୍ଯ୍ୟକାରୀ ହେଉଥିଲେ ମଧ୍ୟ ଶିଶୁ ନିର୍ଯାତନା ରୋକିବାରେ ସଫଳ ହୋଇପାରି ନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା