Masthead

ଅଲିମ୍ପିକ୍ସ: ଗଲ୍ଫରେ ମିଳିବ ସୁନା !

(ବଡ଼ ଖବର ବ୍ୟୁରୋ): ଟୋକିଓ ଅଲିମ୍ପିକ୍ସରେ ଭାରତର ପଦକ ତାଲିକାରେ ଯୋଡ଼ି ହୋଇପାରେ ଆଉ ଏକ ସ୍ୱର୍ଣ୍ଣ ପଦକ । ଗଲ୍ଫ ଷ୍ଟାର ଆଦିତି ଅଶୋକ ତାଙ୍କ ପ୍ରଦର୍ଶନ ସହିତ ପଦକ ଆଶା ରଖିଛନ୍ତି । ମହିଳା ଷ୍ଟ୍ରୋକ ଖେଳର ତୃତୀୟ ରାଉଣ୍ଡ ପରେ ଆଦିତି ଦ୍ୱିତୀୟ ସ୍ଥାନରେ ଅଛନ୍ତି । ସ୍ୱର୍ଣ୍ଣ ପଦକ ଜିତିବା ନେଇ ଆଦିତିଙ୍କ ବହୁତ ସୁଯୋଗ ଅଛି ।

ଖରାପ ପାଗ ଯୋଗୁଁ ଯଦି ଶନିବାର ଚତୁର୍ଥ ତଥା ଅନ୍ତିମ ରାଉଣ୍ଡ ଅନୁଷ୍ଠିତ ନହେବ ତେବେ ଆଦିତି ରୌପ୍ୟ ପଦକ ପାଇବେ । ଏହା ସହିତ ଯଦି ଫାଇନାଲ ରାଉଣ୍ଡ ସମାପ୍ତ ହୁଏ, ତେବେ ସ୍ୱର୍ଣ୍ଣ ପଦକ ଜିତିବା ପାଇଁ ଏକ ଦୃଢ ପ୍ରତିଯୋଗିତା ହେବ । ଯଦି ଆଦିତି ପଦକ ଜିତନ୍ତି, ତେବେ ଏହା ଭାରତୀୟ ଗଲ୍ଫ ପାଇଁ ଏକ ଐତିହାସିକ ମୁହୂର୍ତ୍ତ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା