Masthead

ମହାମାରୀର ମହାରୂପ, ଲକ୍ଷେ ଟପିଲା କରୋନା ମୃତ୍ୟୁ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ) : ଡେଣା ମେଲାଇ ଚାଲିଛି କରୋନା । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗୋଟିଏ ପରେ ଗୋଟିଏ ମୁଣ୍ଡ ନେଇ ଚାଲିଛି ମହାମାରୀ କରୋନା । ଦେଶରେ ଏକ ଲକ୍ଷ ଟପିଛି କରୋନା ମୃତ୍ୟୁ ସଂଖ୍ୟା । ଦିନକରେ ୭୯ହଜାର ୪୭୬ ଜଣ ନୂତନ ଅକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୦୬୯ଜଣଙ୍କ ମୃତ୍ୟୁ ଘଟିଛି । ଏହାକୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା୬୪ଲକ୍ଷ ୭୩ହଜାର ୫୪୫କୁ ବୃଦ୍ଧିପାଇବା ସହ ଦେଶରେ ମୋଟ କୋରନା ମୃତ୍ୟୁ ସଂଖ୍ୟା ୧ଲକ୍ଷ ୮୪୨ ଟପିଛି । ବର୍ତ୍ତମାନ ଦେଶରେ ମୋଟ ୯ଲକ୍ଷ ୪୪ହଜାର ୯୯୬ଟି ଆକ୍ଟିଭ କେଶ ରହିଥିବା ବେଳେ ଏମାନଙ୍କ ମଧ୍ୟରୁ ୫୪ଲକ୍ଷ ୨୭ ହଜାର ୭୦୬ ଜଣ ସୁସ୍ଥ ହୋଇ ସାରିଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱଟ କରି ସୂଚନା ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସୁଭଦ୍ରା ହିତାଧିକାରୀଙ୍କୁ ମିଳିବ ପେନସନ୍ 🔴 ସ୍କୁଲରେ ମାରପିଟ୍, ୩ଶିକ୍ଷକ ନିଲମ୍ବିତ 🔴 ୨୧ରେ ପୁଣି ଭାରତ ପାକିସ୍ତାନ ମୁକାବିଲା 🔴 ଆଜିଠୁ ବିଧାନସଭାର ମୌସୁମୀ ଅଧିବେଶନ 🔴 ମାଆକୁ ଟାଙ୍ଗିଆ ରେ ହାଣି ହତ୍ୟା କଲା ପୁଅ 🔴 ରାଜଧାନୀରୁ ନିଖୋଜ, ଘଟଗାଁରୁ ମିଳିଲା ମୃତଦେହ! 🔴 ଦେବଭୂମିରେ ପୁଣି ଜଳପ୍ରଳୟ, ୧୩ ମୃତ 🔴 ଶ୍ରୀମୟୀଙ୍କ ନିଶାନାରେ ପାଣ୍ଡିଆନ 🔴 ଉତ୍ତରାଖଣ୍ଡରେ ପ୍ରକୃତିର ତାଣ୍ଡବ 🔴 ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ ସର୍ବଦଳୀୟ ବୈଠକ 🔴 ସୁଭଦ୍ରା ହିତାଧିକାରୀଙ୍କୁ ମିଳିବ ପେନସନ୍ 🔴 ସ୍କୁଲରେ ମାରପିଟ୍, ୩ଶିକ୍ଷକ ନିଲମ୍ବିତ 🔴 ୨୧ରେ ପୁଣି ଭାରତ ପାକିସ୍ତାନ ମୁକାବିଲା 🔴 ଆଜିଠୁ ବିଧାନସଭାର ମୌସୁମୀ ଅଧିବେଶନ 🔴 ମାଆକୁ ଟାଙ୍ଗିଆ ରେ ହାଣି ହତ୍ୟା କଲା ପୁଅ 🔴 ରାଜଧାନୀରୁ ନିଖୋଜ, ଘଟଗାଁରୁ ମିଳିଲା ମୃତଦେହ! 🔴 ଦେବଭୂମିରେ ପୁଣି ଜଳପ୍ରଳୟ, ୧୩ ମୃତ 🔴 ଶ୍ରୀମୟୀଙ୍କ ନିଶାନାରେ ପାଣ୍ଡିଆନ 🔴 ଉତ୍ତରାଖଣ୍ଡରେ ପ୍ରକୃତିର ତାଣ୍ଡବ 🔴 ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ ସର୍ବଦଳୀୟ ବୈଠକ