Masthead

ଏଣିକି ଧ୍ୟାନଚାନ୍ଦ ଖେଳରତ୍ନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପ୍ରଧାନମନ୍ତ୍ରୀଙ୍କ ବଡ଼ ଘୋଷଣା । ବଦଳିଲା ଖେଳର ସର୍ବୋଚ୍ଚ ସମ୍ମାନର ନାଁ । ରାଜୀବ ଗାନ୍ଧି ଖେଳରତ୍ନ ପରିବର୍ତ୍ତେ ଏବେ ଦିଆଯିବ ଧ୍ୟାନଚାନ୍ଦ ଖେଳ ରତ୍ନ ପୁରସ୍କାର । ପୂର୍ବରୁ ଅନେକ ଲୋକ ଏନେଇ ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ କରିଥିଲେ । ତେବେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏନେଇ ଘୋଷଣା କରିଛନ୍ତି ।

ମେଜର ଧ୍ୟାନଚାନ୍ଦ ଭାରତର କିମ୍ବଦନ୍ତି ହକି ଖେଳାଳି ଥିଲେ । ଭାରତ ପାଇଁ ସେ ଅନେକ ଗୌରବ ଆଣିଥିଲେ । ସେ ଯେବେ ହକି ଷ୍ଟିକ ଧରି ପଡିଆକୁ ଓହ୍ଲାଉଥିଲେ ସମସ୍ତେ ତାଙ୍କୁ ଦେଖିବାକୁ ଅନାଇ ବସୁଥିଲେ । ଏବଂ ସୁନିଶ୍ଚିତ ଥିଲେ ଯେ ପଦକ ନିଶ୍ଚୟ ଆସିବ । ତାଙ୍କ ନାଁରେ ଏହି ପୁରସ୍କାର ତାଙ୍କ ପାଇଁ ଶ୍ରେଷ୍ଠ ସମ୍ମାନ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ