Masthead

ଅକ୍ଟୋବର ସୁଦ୍ଧା ଭାରତରେ କୋଭାଭାକ୍ସ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିନକୁ କମିବାରେ ଲାଗିଛି କରୋନା ସଂକ୍ରମଣ । କିନ୍ତୁ ଚିନ୍ତା ବଢାଇଲାଣି ତୃତୀୟ ଲହର । ଏହାରି ଭିତରେ ଆସିଛି ଆଉ ଏକ ଖୁସି ଖବର । ଭାରତକୁ ଖୁବଶୀଘ୍ର ମିଳିବାକୁ ଯାଉଛି ଆଉ ଏକ କରୋନା ଟିକା । ଯାହାକି ଶିଶୁ ଓ ପ୍ରାପ୍ତ ବୟସ୍କ ଲୋକେ ନେଇପାରିବେ ।

ଆମେରିକା ଫାର୍ମାସ୍ୟୁଟିକାଲ୍ସ ଫାର୍ମାର କରୋନା ଟିକା କୋଭାଭାକ୍ସ ଉଭୟ ପ୍ରାପ୍ତ ବୟସ୍କ ଓ ଶିଶୁଙ୍କ ପାଇଁ ଶୀଘ୍ର ଲଞ୍ଚ କରିବାକୁ ଯାଉଛି । ସୂଚନା ଦେଇଛନ୍ତି ସିରମ ଇନଷ୍ଟିଚ୍ୟୁଟ ସିଇଓ ଅଦାର ପୁନାୱାଲା । ଅକ୍ଟୋବର ସୁଦ୍ଧା ବୟସ୍କ ଲୋକଙ୍କ ପାଇଁ କୋଭାଭାକ୍ସ ଭାରତରେ ଉପଲବ୍ଧ ହେବ । ସେହିପରି କୋଭାଭାକ୍ସ ଟିକା ଛୋଟ ପିଲାଙ୍କ ପାଇଁ ୨୦୨୨ ଜାନୁୟାରୀରୁ ଫେବୃୟାରୀ ଭିତରେ ଆସିବା ସମ୍ଭାବନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି